Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ସମେତ ଦେଶର ୧୫ଟି ସହର ଏବଂ ଆଖପାଖ କ୍ଷେତ୍ରରେ ଟ୍ରାଇ ପକ୍ଷରୁ କରଗଲା ଡ୍ରାଇଭ ଟେଷ୍ଟ
ଆଜିର ଖବର

କଟକ ସମେତ ଦେଶର ୧୫ଟି ସହର ଏବଂ ଆଖପାଖ କ୍ଷେତ୍ରରେ ଟ୍ରାଇ ପକ୍ଷରୁ କରଗଲା ଡ୍ରାଇଭ ଟେଷ୍ଟ

October 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ଦୂରସଞ୍ଚାର ସେବା ପ୍ରଦାନକାରୀଙ୍କ ସହାୟତାରେ କଟକ ସମେତ ଦେଶର ୧୫ଟି ସହରରେ ଡ୍ରାଇଭ ଟେଷ୍ଟ କରାଯିବା ସହିତ ଏହାର ରିପୋର୍ଟ ଜାରି କରାଯାଇଛି। ଏସବୁ ସ୍ଥାନ ହେଲା – ଜଳନ୍ଧର, ଅମ୍ବାଲା, ଆଇଜଲ, କୋଣ୍ଟାଇ, ଇମ୍ଫାଲ, କିଷନଗଞ୍ଜ, ପୋର୍ଟ ବ୍ଲେୟାର, ବିଳାସପୁର, ଗ୍ବାଲିୟର, ମେରଟ, ଅହମ୍ମଦନଗର, ଚିକମଙ୍ଗଲୁର, ୱାରଙ୍ଗଲ, କଟକ, କୋୟମ୍ବାଟରୁ, ଦୁଇଟି ରାଜପଥ ମେରଠ-ଆଗ୍ରା, ଗ୍ବାଲିୟର-ଗୁନା ଏବଂ ଗୋଟିଏ ରେଳ ମାର୍ଗ- ରାୟଗଡ଼ରୁ ଡୋଙ୍ଗରଗଡ଼ ପର୍ଯ୍ୟନ୍ତ ଡ୍ରାଇଭ ଟେଷ୍ଟ କରାଯାଇଥିଲା। ଜୁନ୍‌ ୨୦୨୨ରେ ଶେଷ ହୋଇଥିବା ତ୍ରୈମାସ ସମୟରେ ଏହି ପରୀକ୍ଷଣ କରାଯାଇଥିଲା।

ସେଲୁଲାର ମୋବାଇଲ ଟେଲିଫୋନ ସେବା ପ୍ରଦାନକାରୀମାନଙ୍କ ଦ୍ବାରା ପ୍ରଦାନ କରାଯାଉଥିବା ଭଏସ ଏବଂ ଡାଟା ସେବା ପାଇଁ ନେଟୱର୍କର ଗୁଣବତ୍ତା ଆକଳନ ପାଇଁ ଏହି ଟେଷ୍ଟ କରାଯାଇଥିଲା। ଏହି ଡ୍ରାଇଭ ଟେଷ୍ଟର ବିବରଣୀ ନିମ୍ନରେ ଦିଆଗଲା।

ଏହି ଅଞ୍ଚଳରେ କାର୍ଯ୍ୟକ୍ଷମ ଦୂରସଞ୍ଚାର ସେବା ପ୍ରଦାନକାରୀଙ୍କ ନେଟୱର୍କକୁ ଆକଳନ ପାଇଁ ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କ (କେପିଆଇ)କୁ ଅନୁଧ୍ୟାନ କରାଯାଇଥିଲା । ଭଏସ ସେବା ପାଇଁ କେପିଆଇଗୁଡ଼ିକ ମଧ୍ୟରେ କଭରେଜ, କଲ ସେଟଅପ ସଫଳତା ହାର (ସିଏସଏସଆର); ଡ୍ରପ କଲ୍‌ ହାର; ବ୍ଲକ୍‌ କରାଯାଇଥିବା କଲ ହାର, ହ୍ୟାଣ୍ଡଓଭର ସଫଳତା ହାର; ଆରଏକ୍ସ ଗୁଣବତ୍ତା ଆଦି ଅନୁଧ୍ୟାନ କରାଯାଇଥିଲା। ସେହିପରି ଡାଟା ପାଇଁ କେପିଆଇ ମଧ୍ୟରେ ଡାଉନଲୋଡ ଏବଂ ଅପଲୋଡ୍‌ ଥ୍ରୁପୁଟ୍ସ, ୱେବ ବ୍ରାଉଜିଂ ବିଳମ୍ବତା, ଭିଡିଓ ଷ୍ଟ୍ରିମିଂ ବିଳମ୍ବ ହେବା ଆଦି ଯାଞ୍ଚ କରାଯାଇଥିଲା।

କଟକ ଟ୍ରାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.