Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ଛାଡ଼ି ପାରନ୍ତି କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ୍‌ ବେଗ୍‌ : କଂଗ୍ରେସକୁ କଲେ ଟାର୍ଗେଟ୍‌
ଆଜିର ଖବର

ଦଳ ଛାଡ଼ି ପାରନ୍ତି କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ୍‌ ବେଗ୍‌ : କଂଗ୍ରେସକୁ କଲେ ଟାର୍ଗେଟ୍‌

May 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Roshan Baig target congress may be he leave this party
Roshan Baig target congress may be he leave this party

କର୍ଣ୍ଣାଟକର କଂଗ୍ରେସ ବିଧାୟକ ରୋଶନ ବେଗ ଦଳ ଛାଡ଼ିବା ନେଇ ମଙ୍ଗଳବାର ସଂକେତ ଦେଇଛନ୍ତି। ଲୋକସଭା ନିର୍ବାଚନ ଏକ୍‍ଜିଟ୍‍ ପୋଲ ରିପୋର୍ଟ ସାମ୍ନାକୁ ଆସିବା ପରେ ଦଳର ନିରାଶାଜନକ ପ୍ରଦର୍ଶନ ପାଇଁ ବେଗ୍‍ କର୍ଣ୍ଣାଟକ କଂଗ୍ରେସ ପ୍ରଭାରୀ କେସି ଭେଣୁଗୋପାଳ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟାଙ୍କୁ ଦାୟୀ କରିଛନ୍ତି। ଏହାସହ ବେଗ୍‍ ଏନ୍‍ଡିଏ ସରକାର ଗଠନ ହେଲେ ତାହା ସହ ସାଲିସ୍‍ କରିବାକୁ ମୁସଲମାନଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଏନ୍‍ଡିଏ ସରକାର ଗଠନ କରେ ତେବେ ମୁସଲମାନ ଭାଇମାନେ ବୁଝାମଣା କରିନେବା ଆବଶ୍ୟକ। ଆବଶ୍ୟକ ପଡ଼ିଲେ ବିଜେପି ସହ ହାତ ମିଳାଇ ନେବା ଠିକ୍‍ ହେବ। କୌଣସି ଗୋଟିଏ ଦଳର ଅନୁଗତ ହୋଇ ରହିବା ଅନୁଚିତ। କର୍ଣ୍ଣାଟକରେ କଂଗ୍ରେସ କେବଳ ଜଣେ ମୁସଲମାନଙ୍କୁ ଟିକେଟ୍‍ ପ୍ରଦାନ କରିଛି। ଆବଶ୍ୟକତା ପଡ଼ିଲେ କଂଗ୍ରେସ ଛାଡ଼ିଦେବି କହିଛନ୍ତି ରୋଶନ୍‌ ବେଗ୍‌ । ତାଙ୍କ ମନ୍ତବ୍ୟକୁ ନେଇ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ବର କହିଛନ୍ତି ଯେ, ଦଳରେ କୌଣସି ପ୍ରଭାବ ପଡ଼ିବ ନାହିଁ । ୨୩ ତାରିଖରେ ଫଳାଫଳ ଘୋଷଣା ହେବା ପରେ ରାଜନୈତିକ ସ୍ଥିତି ବଦଳିଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.