Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ପତ୍ନୀଙ୍କୁ ହତ୍ୟା କରି ସ୍ବାମୀର ଆତ୍ମହତ୍ୟା
ଆଜିର ଖବର

ଦୁଇ ପତ୍ନୀଙ୍କୁ ହତ୍ୟା କରି ସ୍ବାମୀର ଆତ୍ମହତ୍ୟା

May 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
man suicide after killing 2 wives
man suicide after killing 2 wives

ବାରିପଦାର ସଦର ଥାନା ଅନ୍ତର୍ଗତ ତାଡକିଶୋଳ ଗ୍ରାମରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଥିବା ବେଳେ ଦୁଇ ଜଣ ମହିଳା ରହିଛନ୍ତି। ପୁରୁଷଙ୍କ ମୃତଦେହ ଏକ ଗଛରେ ଝୁଲୁଥିବା ବେଳେ ମହିଳା ଦ୍ବୟଙ୍କ ରକ୍ତାକ୍ତ ମୃତଦେହ ଘରୁ ଉଦ୍ଧାର କରାଯାଇଛି। ତେବେ ପୁରୁଷ ଜଣଙ୍କ ନିଜର ଦୁଇ ପତ୍ନୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା କରିଥିବାର ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାସହ ପୁଲିସ ହାତୁଡିକୁ ଜବତ କରିଛି। ସୂଚନାଯୋଗ୍ୟ ଯେ, ଆତ୍ମହତ୍ୟା କରିଥିବା ଶାମା ମାରାଣ୍ଡିଙ୍କ ଦୁଇ ଭଉଣୀଙ୍କୁ ବିବାହ କରିଥିଲେ। ଶାମା ମାନସିକ ବିକାରଗ୍ରସ୍ତ ଯୋଗୁଁ ଏପରି କାଣ୍ଡ ଘଟାଇଥିବା ତାଙ୍କୁ ଶଳା ଥାନାରେ ଅଭିଯୋଗ କରିଛନ୍ତି। ସେ ମଙ୍ଗଳବାର ରାତିରେ ଦୁଇ ସ୍ତ୍ରୀଙ୍କୁ ହାତୁଡିରେ ଛେଚି ହତ୍ୟା କରିବା ପରେ ଏକ ଗଛରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି ବୋଲି ତାଙ୍କ ଶଳା ବୟାନ ଦେଇଛନ୍ତି। ମୃତ ମହିଳା ହେଲେ ଫୁଲମଣୀ ମାରାଣ୍ଡି ଓ ସାଲେଖା ମାରାଣ୍ଡି।

Share. Facebook Twitter LinkedIn Email WhatsApp Copy Link

Related Posts

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026
Latest News

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.