Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Breaking : ହେଲା ବାତ୍ୟା, ଆସନ୍ତାକାଲି ଦେଖାଇବ ଭୀଷଣ ରୂପ
ଆଜିର ଖବର

Cyclone Breaking : ହେଲା ବାତ୍ୟା, ଆସନ୍ତାକାଲି ଦେଖାଇବ ଭୀଷଣ ରୂପ

October 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Breaking : ସୃଷ୍ଟି ହେଲା ବାତ୍ୟା, ଆସନ୍ତାକାଲି ଦେଖାଇବ ଭୀଷଣ ରୂପ

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟା ରୂପକୁ ପରିବର୍ତ୍ତନ ହୋଇଛି। ଏହି ବାତ୍ୟାର ନାମ ରହିଛି ସି-ତ୍ରାଙ୍ଗ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ବର୍ତ୍ତମାନ ଏହି ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବା ସହ ଆସନ୍ତା କାଲି ଏକ ଭୀଷଣ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।

ପୂର୍ବରୁ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଗଭୀର ଅବପାତ ସକ୍ରିୟ ହେବା ପରେ ବାତ୍ୟା ରୂପ ଧାରଣ କରିଛି। ଏହା ଦ୍ବାରା ଆଜି ରାତିରୁ ଉପକୂଳ ଓଡିଶାର ବର୍ଷା ଆରମ୍ଭ ହେବ ବୋଲି କୁହାଯାଇଛି। ସେଥିପାଇଁ ରାଜ୍ୟ ବନ୍ଦର ଗୁଡିକ ପାଇଁ  ବିପଦ ସଂକେତ -୩ ନମ୍ବର ଜାରୀ କରାଯାଇଛି। ରାଜ୍ୟର ସାମୁଦ୍ରିକ ବନ୍ଦର ଗୋପାଳପୁର, ପାରାଦ୍ୱୀପ, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଂକେତ-୩ ଜାରି କରାଯାଇଛି।

cyclone Cyclone Breaking ଗଭୀର ଅବପାତ ବାତ୍ୟା ଭୀଷଣ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026
Latest News

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.