Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Breaking: ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ସି-ତ୍ରାଙ୍ଗ ହେବ ଭୀଷଣ
ଆଜିର ଖବର

Cyclone Breaking: ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ସି-ତ୍ରାଙ୍ଗ ହେବ ଭୀଷଣ

October 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Breaking: ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ସି-ତ୍ରାଙ୍ଗ ହେବ ଭୀଷଣ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସି-ତ୍ରାଙ୍ଗ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଭୀଷଣ ରୂପ ଧାରଣ କରିବ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସତର୍କ କରାଇଛି।  ଏହି ବାତ୍ୟା ସି-ତ୍ରାଙ୍ଗ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ।

ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ସି-ତ୍ରାଙ୍ଗ ଘଣ୍ଟା ପ୍ରତି ୧୫ କିମି ବେଗ ରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ହାଲକା ପବନ ପ୍ରବାହିତ ହେବ ବୋଲି ଜଣାପଡିଛି। ଏ ନେଇ ବନ୍ଦରଗୁଡିକରେ ବିପଦ ସଙ୍କେତ ଜାରୀ କରାଯାଇଛି।

cyclone ବାତ୍ୟା ବାତ୍ୟା ସିତ୍ରାଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026
Latest News

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.