Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ, ସକାଳ ୮ରୁ ଦିନ ୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ଆଜିର ଖବର

ଆସନ୍ତାକାଲି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ, ସକାଳ ୮ରୁ ଦିନ ୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

October 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ, ସକାଳ ୮ରୁ ଦିନ ୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ଭୁବନେଶ୍ୱର: ଚଳିତ ଅକ୍ଟୋବର ମାସ ୨୮ତାରିଖରେ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ତଥା ପୂଜା ମହୋତ୍ସବ ଅନୁଷ୍ଠିତ ହେବ। ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧ ଭିକ୍ଷୁ, ସାଧୁ ସନ୍ଥ ଏବଂ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଶାନ୍ତିସ୍ତୂପର ମୁଖ୍ୟ ଦର୍ଶନ ପୀଠ ସମ୍ମୁଖ ମଣ୍ଡପ ଠାରେ ଆୟୋଜିତ ପୂଜା ଉତ୍ସବରେ ଯୋଗଦାନ କରିବାର କାର‌୍ୟ୍ୟକ୍ରମ ରହିଛି ।

ଏହାକୁ ଦୃଷ୍ଟିର ରଖିଆଗାମୀ ୨୮ ତାରିଖ ସକାଳ ୮ ଘଣ୍ଟା ସମୟରୁ ଦିନ ୧ଟା ପର‌୍ୟ୍ୟନ୍ତ ଧଉଳି ଶାନ୍ତିସ୍ତୂପପର‌୍ୟ୍ୟଟକ ତଥା ସର୍ବସାଧାରଣଙ୍କ ନିମନ୍ତେ ପରିଦର୍ଶନ ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପୋଲିସ୍ ପ୍ରଶାସନ ତରଫରୁ ଆବଶ୍ୟକ ଟ୍ରାଫିକ୍ କଟକଣା ଜାରି ରହିବ। ଏଥି ନିମନ୍ତେ ଜନସାଧାରଣଙ୍କ ସହଯୋଗ କାମନା କରାଯାଇଛି।

dhauli ଧଉଳି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026
Latest News

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.