Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲର ନିରପେକ୍ଷ ତଦନ୍ତ ଦାବୀ କରି ବିଜେପିର ଧାରଣା
ଆଜିର ଖବର

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲର ନିରପେକ୍ଷ ତଦନ୍ତ ଦାବୀ କରି ବିଜେପିର ଧାରଣା

October 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଓ ଅର୍ଚ୍ଚନା ନାଗ ସ୍କାଣ୍ଡାଲର ନିରପେକ୍ଷ ତଦନ୍ତ ଦାବୀ କରି ବିଜେପିର ଧାରଣା

ଭୁବନେଶ୍ୱର :  ପୁରୀ ଜିଲ୍ଲା ନିମାପଡା ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା ଓ ଭୁବନେଶ୍ୱରର ଅର୍ଚ୍ଚନା ନାଗ କେଳେଙ୍କାରୀ ଘଟଣାର ନିରପେକ୍ଷ ତଦନ୍ତ ଦାବୀ କରି ଆଜି ବିଜେପି ତରଫରୁ ଧାରଣା ଦିଆଯାଇଛି। ଆଜିଠାରୁ ୫୮ଟି ସବଡିଭିଜନରେ ଏହି ଆନ୍ଦୋଳନ କରାଯାଉଛି। ଯଥାଶୀର୍ଘ ରାଜ୍ୟ ସରକାର ଶ୍ରୀ ସାହୁଙ୍କୁ ଓ ଅର୍ଚ୍ଚନା କଳାକାରନାର ପର୍ଦ୍ଦାଫାସ କରନ୍ତୁ ବୋଲି ଦାବୀ କରାଯାଇଛି।

ଏହି ଅବସରରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଜ୍ଜନ ଶର୍ମା, ଜୟପ୍ରକାଶ ମିଶ୍ର, କର୍ଣ୍ଣଲ ବିରେନ୍ଦ୍ର ବସ୍ତିୟା, ପଦ୍ମନାଭ ଦାସ, କିଶୋର ମଙ୍ଗରାଜ, ଶ୍ୟାମସୁନ୍ଦର ପାଇକରାୟ, ହିମାଂଶୁ ମହାନ୍ତି, ଭଗବାନ ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ସେନାପତି, ବିବେକ ନାୟକ, ଗୋପାଳ କୁଣ୍ଡୁ, ନାରାୟଣ ବେହେରା, ସନତ ଭୋଇ ଓ କାହ୍ନୁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ଆନ୍ଦୋଳନ
Share. Facebook Twitter LinkedIn Email WhatsApp Copy Link

Related Posts

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026
Latest News

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.