Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନୀ ଫଳାଫଳ ଅପଡେଟ୍‌ : ଗୁରୁଦାସପୁରରୁ ସନ୍ନି ଦେଓଲ ଆଗୁଆ
ଆଜିର ଖବର

ନିର୍ବାଚନୀ ଫଳାଫଳ ଅପଡେଟ୍‌ : ଗୁରୁଦାସପୁରରୁ ସନ୍ନି ଦେଓଲ ଆଗୁଆ

May 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସପ୍ତଦଶ ଲୋକସଭାର ଭୋଟ୍‌ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଇଭିଏମ୍‌ରେ ସିଲ୍‌ ହୋଇଥିବା ନେତାଙ୍କ ଭାଗ୍ୟର ଫଳାଫଳ ଆଜି ଜଣାପଡ଼ିବ । ପାଖାପାଖି ୪୦ ଦିନ ଧରି ଚାଲିରହିଥିବା ସାତ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନରେ ଫଳାଫଳ  ଆସିବା ପରେ ସରକାର ଗଠନ ନେଇ ଚିତ୍ର ସ୍ପଷ୍ଟ ହେବ । ପୁନର୍ବାର ମୋଦି ସରକାର ନା ଭୋଟରମାନେ ତାଙ୍କର ମତ ପରିବର୍ତ୍ତନ କରିଛନ୍ତି, ଏସବୁର ଉତ୍ତର ଆଉ କିଛି ସମୟ ମଧ୍ୟରେ ମିଳିଯିବ ।  ପଞ୍ଜାବର ଗୁରୁଦାସପୁର ଆସନରୁ ବିଜେପି ପକ୍ଷରୁ ପ୍ରତିଦ୍ବନ୍ଦିତା କରୁଥିବା ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ନିଜ ନିକଟତମ ପ୍ରତିଦ୍ବନ୍ଦୀ ସୁନୀଲ ଝାକରଙ୍କ ଠାରୁ ୨୦ ହଜାର ଭୋଟରେ ଆଗୁଆ ରହିଛନ୍ତି । ସନ୍ନି ୬୨୭୮୪ ଭୋଟ ହାସଲ କରିଥିବା ବେଳେ ଝାକର ୪୧୭୩୮ ଭୋଟ ପାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025
Latest News

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025

ନବମ ବିଜୁ ମାରାଥନ: ୧୨୦୦ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

December 22, 2025

ଆଜି ସୋମବାରରେ ଏହି ସାତୋଟି ରାଶି ପାଇଁ ରହିଛି ଧମାଧମ ଲାଭ, କେବେ ଚିନ୍ତା କରି ନ ଥିବେ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.