Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ କିଛି ସମୟ ପରେ ଆରମ୍ଭ ହେବ ଧାମନଗର ଭୋଟ ଗଣତି, ଅପରାହ୍ନରେ ଫଳାଫଳ
ଆଜିର ଖବର

ଆଉ କିଛି ସମୟ ପରେ ଆରମ୍ଭ ହେବ ଧାମନଗର ଭୋଟ ଗଣତି, ଅପରାହ୍ନରେ ଫଳାଫଳ

November 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଉ କିଛି ସମୟ ପରେ ଆରମ୍ଭ ହେବ ଧାମନଗର ଭୋଟ ଗଣତି, ଅପରାହ୍ନରେ ଫଳାଫଳ

ଭୁବନେଶ୍ବର: ଆଉ କିଛି ସମୟ ପରେ ଆରମ୍ଭ ହେବ ଧାମନଗର ଉପନିର୍ବାଚନର ଭୋଟ ଗଣତି। ନିର୍ବାଚନ କମିଶନରଙ୍କ ଦ୍ୱାରା ଜାରି କାର‌୍ୟ୍ୟସୂଚୀ ଅନୁଯାୟୀ ଗଣନା ସକାଳ ୮.୦୦ ରୁ ଆରମ୍ଭ ହେବ। ଭଦ୍ରକ ଜିଲ୍ଲାପଳଙ୍କ ଅଫିସ ନିକଟରେ ଥିବା ସଂସ୍କୃତି ଭବନରେ ଏହି ଗଣନା କରାଯିବ। ପ୍ରଥମ ରାଉଣ୍ଡ ଭାବରେ ଡାକ ବାଲାଟ ଗଣନା କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

ଏହାପରେ ସକାଳ ୮.୩୦ ରୁ ଇଭିଏମରେ ସିଲ ହୋଇଥିବା ଭୋଟ ଗଣନା ଆରମ୍ଭ କରାଯିବ ବୋଲି କୁହାଯାଇଛି। ଇଭିଏମ୍ ଗଣନା ପାଇଁ ୧୪ ଟି କାଉଣ୍ଟିଂ ଟେବୁଲ୍ ଏବଂ ଡାକ ବାଲାଟ୍ ଗଣନା ପାଇଁ ଗୋଟିଏ କାଉଣ୍ଟିଂ ଟେବୁଲ୍ ଅଛି। ଏହି ନିର୍ବାଚନ ମଣ୍ଡଳିରେ ହୋଇଥିବା ୨୫୨ ବୁଥର ପ୍ରାୟ ୧୮ ରାଉଣ୍ଡ ଗଣନା ହେବ। ଶେଷରେ, କ୍ରସ ଯାଞ୍ଚ ପାଇଁ ମନଇଚ୍ଛା ମନୋନୀତ ୫ଟୁ ବୁଥର VVPAT  ଗଣନା କରାଯିବ। ଆଜି ଅପରାହ୍ନ ସୁଦ୍ଧା ଫଳାଫଳ ଆସିଯିବ ବୋଲି ଅନୁମାନ କରାଯାଇଛି।

Dhamnagar Result ଧାମନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.