Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଗପହଣ୍ଡି ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ
ଆଜିର ଖବର

ଦିଗପହଣ୍ଡି ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ

November 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଗଂଜାମ ଜିଲ୍ଲାର ଦିଗପହଣ୍ଡି ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଦିଗପହଣ୍ଡି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଦିଗପହଣ୍ଡି ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଦିଗପହଣ୍ଡି ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୫୨୦୦ ବର୍ଗଫୁଟ ପରିମିତି ରହିଛି। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଦିଗପହଣ୍ଡି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଟ୍ରେଣ୍ଡ୍‌ସ ଦିଗପହଣ୍ଡି ସହର ଫ୍ୟାସନ ଡେଷ୍ଟିନେସନ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.