Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ ଯୋଡ଼ ପଦଯାତ୍ରାରେ ଯୋଗ ଦେବେ କଂଗ୍ରେସ ପ୍ରଭାରୀ ଚେଲାକୁମାର
ଆଜିର ଖବର

ଆଜି ଭାରତ ଯୋଡ଼ ପଦଯାତ୍ରାରେ ଯୋଗ ଦେବେ କଂଗ୍ରେସ ପ୍ରଭାରୀ ଚେଲାକୁମାର

November 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ଯୋଡ଼ ପଦଯାତ୍ରାରେ ଯୋଗ ଦେବେ କଂଗ୍ରେସ ପ୍ରଭାରୀ ଚେଲାକୁମାର

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଗତ ୩୧ ତାରିଖ ଠାରୁ ଭୁବନେଶ୍ୱରରୁ ଆରମ୍ଭ ହୋଇଥିବା ଭାରତ ଯୋଡ଼ ପଦଯାତ୍ରା ବାଲେଶ୍ୱର ଠାରେ ପଂହଚିଛି । ଏହି ପଦଯାତ୍ରାରେ ଯୋଗଦେବା ନିମନ୍ତେ ଓଡ଼ିଶା ପ୍ରଭାରୀ ଡ. ଏ. ଚେଲାକୁମାର ଆଜି ଭୁବନେଶ୍ୱରରେ ଆସି ପଂହଚୁଛନ୍ତି ।

ଆଜି ଶୁକ୍ରବାର ଦିନ ଡ. ଚେଲାକୁମାର ବାଲେଶ୍ୱର ଯାତ୍ରାକରି ସେଠାରେ ଭାରତ ଯୋଡ଼ ପଦ ଯାତ୍ରାରେ ଯୋଗଦେବେ ବୋଲି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏକ ପ୍ରେସ ବାର୍ତାରେ ପ୍ରକାଶ କରାଯାଇଛି । ଏହି ପଦଯାତ୍ରାରେ ବହୁ ସଂଖ୍ୟକ କଂଗ୍ରେସ ନେତୃବୃନ୍ଦ, କର୍ମୀ ଓ ଜନସାଧାରଣ ଯୋଗଦେବାକୁ ପିସିସି ତରଫରୁ ଅନୁରୋଧ କରାଯାଇଛି ।

Congress ଭାରତ ଯୋଡ
Share. Facebook Twitter LinkedIn Email WhatsApp Copy Link

Related Posts

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026
Latest News

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026

ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା

August 28, 2026

୮ ହଜାରରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଲା ସିଟିଟିସି ଭୁବନେଶ୍ୱର

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.