Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ପ୍ରାର୍ଥୀଙ୍କଠାରୁ 13 ହଜାର ଭୋଟରେ ହାରିଗଲେ ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଦେବଗୌଡା
ଆଜିର ଖବର

ବିଜେପି ପ୍ରାର୍ଥୀଙ୍କଠାରୁ 13 ହଜାର ଭୋଟରେ ହାରିଗଲେ ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଦେବଗୌଡା

May 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶେଷରେ ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଏଚ.ଡି ଦେବଗୌଡା ବିଜେପି ପ୍ରାର୍ଥୀ ଜିଏସ ବାସଭରାଜଙ୍କଠାରୁ 13 ହଜାର 339 ଖଣ୍ଡ ଭୋଟରେ ହାରିଯାଇଛନ୍ତି। ଦେବଗୌଡା କର୍ଣ୍ଣାଟକର ତୁମୁକରା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ହୋଇଥିଲେ। ଏଥିରେ ସେ 5 ଲକ୍ଷ 82 ହଜାର 788 ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ 5 ଲକ୍ଷ୍ 96 ହଜାର 113 ଖଣ୍ଡ ପାଇ ବିଜୟୀ ହୋଇଛନ୍ତି। 2014 ମସିହାରେ ଦେବଗୌଡ କର୍ଣ୍ଣାଟକର ହାସ୍ସନ ଲୋକସଭା ଆସନରୁ ପ୍ରାର୍ଥୀ ହୋଇ ବିଜୟ ଲାଭ କରିଥିଲେ। ଦେବଗୌଡା ଜେଡିଏସ ଦଳର ବର୍ତ୍ତମାନ ମୁଖ୍ୟ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

August 16, 2026

RIଙ୍କୁ ମରଣାନ୍ତକ ଆକ୍ରମଣ

August 16, 2026
Latest News

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ଦିଲ୍ଲୀ ପଦଯାତ୍ରା ଘୋଷଣା କଲେ କୃଷକ ସଂଗଠନ: ବିଳମ୍ବିତ ରାତିରେ ସିଲ୍ ହେଲା ସୀମା

August 16, 2026

ଚାକିରୀରୁ ବିଦାୟ ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଡିଜିପି ୱାଇ ବି ଖୁରାନିଆ

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.