Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ସି ଭି ଆନନ୍ଦ ବୋଷ ନୂଆ ରାଜ୍ୟପାଳ ଭାବେ ନେବେ ଶପଥ
ଆଜିର ଖବର

ଆସନ୍ତାକାଲି ସି ଭି ଆନନ୍ଦ ବୋଷ ନୂଆ ରାଜ୍ୟପାଳ ଭାବେ ନେବେ ଶପଥ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ସି ଭି ଆନନ୍ଦ ବୋଷ ନୂଆ ରାଜ୍ୟପାଳ ଭାବେ ନେବେ ଶପଥ

ନୂଆଦିଲ୍ଲୀ: ଆସନ୍ତାକାଲି ବୁଧବାର ଦିନ ପଶ୍ଚିମ ବଂଗର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ସି.ଭି ଆନନ୍ଦ ବୋଷ। ତାଙ୍କର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଶ୍ଚିମବଂଗର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଫଳରେ ସେ କୋଲକାତାରେ ପଶ୍ଚିମବଂଗର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ।

ଅବସରପ୍ରାପ୍ତ ଆଇଏଏସ ଅଫିସର ଡ. ସି.ଭି ଆନନ୍ଦ ବୋଷ ବର୍ତ୍ତମାନ ମେଘାଳୟ ସରକାରଙ୍କ ଉପଦେଷ୍ଠା ଅଛନ୍ତି। କେରଳରେ ଜନ୍ମିତ ବୋଷ କେନ୍ଦ୍ର ସରକାରଙ୍କ ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗରେ କାର୍ଯ୍ୟ କରିଛନ୍ତି।

ପଶ୍ଚିମ ବଂଗର ରାଜ୍ୟପାଳ ଥିବା ଜଗଦୀପ ଧାନକର ଉପରାଷ୍ଟ୍ରପତି ହେବାରୁ ସେ ଏହି ପଦବୀରୁ ଇସ୍ତଫା ଦେଇଥିଲେ। ଏହାପରେ ମଣିପୁର ରାଜ୍ୟପାଳ ଲା ଗଣେଶନଙ୍କୁ ପଶ୍ଚିମବଂଗ ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା।

ପଶ୍ଚିମ ବଂଗର ନୂଆ ରାଜ୍ୟପାଳ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026
Latest News

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.