Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ୧୮୩୮ ପରୀକ୍ଷାର୍ଥୀ ଦେଲେ ଦଶମ ଶ୍ରେଣୀ ସମ୍ମେଟିଭ-୧ ପରୀକ୍ଷା
ଆଞ୍ଚଳିକ

ବାଣପୁର ବ୍ଲକରେ ୧୮୩୮ ପରୀକ୍ଷାର୍ଥୀ ଦେଲେ ଦଶମ ଶ୍ରେଣୀ ସମ୍ମେଟିଭ-୧ ପରୀକ୍ଷା

November 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଚଳିତ ବର୍ଷ ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କର ବୁଧବାର ଠାରୁ ସମ୍ମେଟିଭ-୧ପରୀକ୍ଷା ଆରମ୍ଭ ହୋଇଛି। ଉକ୍ତ ପରୀକ୍ଷା ସରକାର ନୂତନ ଭାବେ ଚଳିତ ବର୍ଷଠାରୁ ଆରମ୍ଭ କରିଛନ୍ତି। ଯାହାକି ପିଲା ମାନକର ଦକ୍ଷତା ସମ୍ପର୍କରେ ସରକାରଙ୍କ ପାଖରେ ତଥ୍ୟ ରହିପାରିବ।

କରୋନା ଭଳି ମହାମାରୀ ସମୟରେ ପରୀକ୍ଷା ନ ହୋଇପାରିବାରୁ ପିଲାମାନଙ୍କର ଦକ୍ଷତା ମାପିବା ଶିକ୍ଷା ବିଭାଗ ଦ୍ଵାରା କଷ୍ଟକର ହୋଇପଡିଥିଲା। ତେଣୁ ଉକ୍ତ ପରୀକ୍ଷା ମାଧ୍ୟମରେ ପ୍ରତେକ ଛାତ୍ରଛାତ୍ରୀ ଙ୍କର ଦକ୍ଷତା ସରକାରଙ୍କ ପାଖରେ ମହଜୁଦ ରହିବ ବୋଲି ବିଇଓ କହିଛନ୍ତି।

ଏହି ପରିପ୍ରେକ୍ଷୀରେ ବାଣପୁର ବ୍ଲକରେ ସମୁଦାୟ ୮ଟି ସେଣ୍ଟର କରାଯିବା ସହ ବ୍ଲକର ସମୁଦାୟ ୧୮୫୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୮୩୮ଜଣ ପରୀକ୍ଷାରେ ଅଂଶ ଗ୍ରହଣ କରିଥିବା ବେଳେ ୨୧ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅଂଶ ଗ୍ରହଣ କରିନଥିଲେ।

ଖୋର୍ଦ୍ଧା ଜିଲ୍ଲା ଦଶମ ଶ୍ରେଣୀ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ବିପର୍ଯ୍ୟୟ ପରିଚାଳନା: ଖୋର୍ଦ୍ଧା ଜିଲ୍ଲାର ୫୧ ଟି ବାତ୍ୟା ଆଶ୍ରୟସ୍ଥଳୀରେ ହେବ ମକ୍ ଡ୍ରିଲ

June 16, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026
Latest News

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.