Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଅଲିମ୍ପିକ୍ ଆସୋସିଏସନର ପ୍ରଥମ ମହିଳା ସଭାପତି ହେଲେ ପିଟି ଉଷା
ଆଜିର ଖବର

ଭାରତୀୟ ଅଲିମ୍ପିକ୍ ଆସୋସିଏସନର ପ୍ରଥମ ମହିଳା ସଭାପତି ହେଲେ ପିଟି ଉଷା

December 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବରିଷ୍ଠ ଧାବିକା ପି.ଟି ଉଷା ଆଜି ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍ (IOA) ର ପ୍ରଥମ ମହିଳା ସଭାପତି ଭାବରେ ନିର୍ବାଚିତ ହୋଇ ଭାରତୀୟ କ୍ରୀଡ଼ା ପ୍ରଶାସନର ଏକ ନୂତନ ଯୁଗ ଆରମ୍ଭ କରିଛନ୍ତି। ଏସିଆନ୍ ଗେମ୍ସରେ ଏକାଧିକ ପଦକ ଜିତିଥିବା ଏବଂ ୧୯୮୪ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ ଗେମ୍ସରେ ୪୦୦ ମିଟର ଦୌଡରେ ଚତୁର୍ଥ ସ୍ଥାନ ହାସଲ କରିଥିବା ୫୮ ବର୍ଷିୟା ଉଷାଙ୍କୁ ନିର୍ବାଚନ ପରେ ଶୀର୍ଷ ପଦବୀକୁ ମନୋନୀତ କରାଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ନାଗେଶ୍ୱରା ରାଓଙ୍କ ତତ୍ତ୍ୱାବଧାନରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା।

ଉଷାଙ୍କୁ ସଭାପତି ଭାବେ ନିର୍ବାଚିତ ହେବା ସହିତ IOA ରେ ଦଳଗତ ରାଜନୀତି ଯୋଗୁଁ ସୃଷ୍ଟି ହୋଇଥିବା ସଙ୍କଟ ମଧ୍ୟ ଶେଷ ହୋଇଛି। ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଚଳିତ ମାସରେ ନିର୍ବାଚନ ନକଲେ IOA କୁ ସ୍ଥଗିତ ରଖିବାକୁ ଧମକ ଦେଇଥିଲା। ଡିସେମ୍ବର ୨୦୨୧ରେ ଏହି ନିର୍ବାଚନ ଅନୁଷ୍ଠିତ ହେବାର ଥିଲା। ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବାରେ ସେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଗତ ମାସରେ ହିନ ଏହି ପଦବୀ ପାଇଁ ସ୍ଥିର ହୋଇଯାଇଥିଲା। ଜୁଲାଇରେ ଶାସକ ଭାରତୀୟ ଜନତା ପାର୍ଟି ଦ୍ୱାରା ରାଜ୍ୟସଭାକୁ ମନୋନୀତ ହୋଇଥିବା ଉଷାଙ୍କୁ କେହି ବିରୋଧ କରିନଥିଲେ।

IOA ପି.ଟି ଉଷା ପ୍ରଥମ ମହିଳା ଭାରତୀୟ ଅଲିମ୍ପିକ୍ ଆସୋସିଏସନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.