Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ସାଂସଦ ମୋହନ ଜେନାଙ୍କର ପରଲୋକ
ଆଜିର ଖବର

ପୂର୍ବତନ ସାଂସଦ ମୋହନ ଜେନାଙ୍କର ପରଲୋକ

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Mohan Jena
ପୂର୍ବତନ ସାଂସଦ ମୋହନ ଜେନାଙ୍କର ପରଲୋକ

ଭୁବନେଶ୍ୱର: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

ସେ ଯାଜପୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥିସହିତ ସେ ସଂସଦର ବିଭିନ୍ନ କମିଟିରେ ସଦସ୍ୟ ରହି ଦକ୍ଷତାରେ ସହ କାମ କରିଥିଲେ।

ହେଲେ ୨୦୧୯ ସାଧାରଣ ନିର୍ବାଚନ ବେଳେ ବିଜେପିରେ ଯୋଗ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେପିର ଅନ୍ୟତମ ଶୀର୍ଷ ନେତା ଅରୁଣ ସିଂହଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଥିଲେ।

Mohan Jena former MP ମୋହନ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

୯୦ ଲକ୍ଷ ଭାରତୀୟଙ୍କୁ ସୁରକ୍ଷା ଦେବାର ଚ୍ୟାଲେଞ୍ଜ: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ JNU ପ୍ରଫେସରଙ୍କ ବିବୃତ୍ତି

March 1, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: କୌଣସି ଶୁଳ୍କ ବିନା ଏହି ଦିନ ଆରମ୍ଭ ହେବ ଅନଲାଇନ୍ ପଞ୍ଜୀକରଣ

March 1, 2026

ବଙ୍ଗଳାର ରାସ୍ତାରେ ବିଜେପିର “ପରିବର୍ତ୍ତନ ଯାତ୍ରା”: ୫ ହଜାର କିମିର ବଡ ଶକ୍ତି ପ୍ରଦର୍ଶନ!

March 1, 2026

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026
Latest News

୯୦ ଲକ୍ଷ ଭାରତୀୟଙ୍କୁ ସୁରକ୍ଷା ଦେବାର ଚ୍ୟାଲେଞ୍ଜ: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ JNU ପ୍ରଫେସରଙ୍କ ବିବୃତ୍ତି

March 1, 2026

ତୈଳ ସଙ୍କଟ ବଢାଇବା କି ଇସ୍ରାଏଲ-ଇରାନ ଯୁଦ୍ଧ, ଜାଣନ୍ତୁ କ’ଣ ରହିଛି ଭାରତର ଯୋଜନା?

March 1, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: କୌଣସି ଶୁଳ୍କ ବିନା ଏହି ଦିନ ଆରମ୍ଭ ହେବ ଅନଲାଇନ୍ ପଞ୍ଜୀକରଣ

March 1, 2026

ବଙ୍ଗଳାର ରାସ୍ତାରେ ବିଜେପିର “ପରିବର୍ତ୍ତନ ଯାତ୍ରା”: ୫ ହଜାର କିମିର ବଡ ଶକ୍ତି ପ୍ରଦର୍ଶନ!

March 1, 2026

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.