Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତରେ ରାଜ୍ୟ ବିଜେପିର ଶୋକ
ଆଜିର ଖବର

ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତରେ ରାଜ୍ୟ ବିଜେପିର ଶୋକ

December 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Ex MP MohanJena
ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର : ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀଯୁକ୍ତ ମୋହନ ଜେନା(୬୫)ବର୍ଷରେ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସ୍ୱର୍ଗତଃ ଜେନାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି।

ଓଡିଶା ଆଜି ଜଣେ ଦକ୍ଷ ଓ ପ୍ରଭାବୀ ରାଜନୀତିଜ୍ଞଙ୍କୁ ହରାଇଛି। ରାଜ୍ୟ ରାଜନୀତିରେ ପ୍ରଭାବ ବିସ୍ତାର କରିଥିବା ସ୍ୱର୍ଗତଃ ମୋହନ ଜେନାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଗୋଟିଏ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କ ନିଷ୍ଠା, ଦକ୍ଷତା ଓ ବିଚକ୍ଷଣ ବୁଦ୍ଧି ନିଶ୍ଚିତ ଭାବେ ନୂତନ ପିଢୀକୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମହାନ୍ତି ଗଭୀର ଶୋକ ବ୍ୟକ୍ତ କରି କହିଛନ୍ତି।

Mohan Jena former MP ମୋହନ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

୯୦ ଲକ୍ଷ ଭାରତୀୟଙ୍କୁ ସୁରକ୍ଷା ଦେବାର ଚ୍ୟାଲେଞ୍ଜ: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ JNU ପ୍ରଫେସରଙ୍କ ବିବୃତ୍ତି

March 1, 2026

ତୈଳ ସଙ୍କଟ ବଢାଇବା କି ଇସ୍ରାଏଲ-ଇରାନ ଯୁଦ୍ଧ, ଜାଣନ୍ତୁ କ’ଣ ରହିଛି ଭାରତର ଯୋଜନା?

March 1, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: କୌଣସି ଶୁଳ୍କ ବିନା ଏହି ଦିନ ଆରମ୍ଭ ହେବ ଅନଲାଇନ୍ ପଞ୍ଜୀକରଣ

March 1, 2026

ବଙ୍ଗଳାର ରାସ୍ତାରେ ବିଜେପିର “ପରିବର୍ତ୍ତନ ଯାତ୍ରା”: ୫ ହଜାର କିମିର ବଡ ଶକ୍ତି ପ୍ରଦର୍ଶନ!

March 1, 2026
Latest News

୯୦ ଲକ୍ଷ ଭାରତୀୟଙ୍କୁ ସୁରକ୍ଷା ଦେବାର ଚ୍ୟାଲେଞ୍ଜ: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ JNU ପ୍ରଫେସରଙ୍କ ବିବୃତ୍ତି

March 1, 2026

ତୈଳ ସଙ୍କଟ ବଢାଇବା କି ଇସ୍ରାଏଲ-ଇରାନ ଯୁଦ୍ଧ, ଜାଣନ୍ତୁ କ’ଣ ରହିଛି ଭାରତର ଯୋଜନା?

March 1, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: କୌଣସି ଶୁଳ୍କ ବିନା ଏହି ଦିନ ଆରମ୍ଭ ହେବ ଅନଲାଇନ୍ ପଞ୍ଜୀକରଣ

March 1, 2026

ବଙ୍ଗଳାର ରାସ୍ତାରେ ବିଜେପିର “ପରିବର୍ତ୍ତନ ଯାତ୍ରା”: ୫ ହଜାର କିମିର ବଡ ଶକ୍ତି ପ୍ରଦର୍ଶନ!

March 1, 2026

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.