Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁରର ଆଦର୍ଶ ଶିକ୍ଷକଙ୍କ ଦେହାନ୍ତ
ଆଞ୍ଚଳିକ

ରଣପୁରର ଆଦର୍ଶ ଶିକ୍ଷକଙ୍କ ଦେହାନ୍ତ

December 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁରର ଆଦର୍ଶ ଶିକ୍ଷକଙ୍କ ଦେହାନ୍ତ

ରଣପୁର : ରଣପୁର କଂସାରୀ ସାହିର ଅବସର ପ୍ରାପ୍ତ ଶିକ୍ଷକ ରାମଚନ୍ଦ୍ର ସାହୁଙ୍କ ଆଜି ସକାଳୁ ଦେହାନ୍ତ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ସେ ଜଣେ ଆଦର୍ଶ ଶିକ୍ଷକ, ଛାତ୍ର ବତ୍ସଳ ଓ ପରୋପକାରୀ ଥିଲେ। ତାଙ୍କର ବିଜ୍ଞାନ କ୍ଷେତ୍ରରେ ଅଗାଧ ଜ୍ଞାନ ଥିଲା।

କୁନି କୁନି ଶିଶୁମାନଙ୍କ ପାଇଁ ବିଭିନ୍ନ ପ୍ରକଳ୍ପ ନିର୍ମାଣରେ ତାଙ୍କର ବହୁ ଆଗ୍ରହ ଥିଲା। ତେଣୁ ସେ କୁନି ବିଜ୍ଞାନୈକ ନାମରେ ପରିଚିତ ଥିଲେ। ପୁରୀ ସ୍ୱର୍ଗ ଦ୍ୱାରରେ ତାଙ୍କର ଶବ ସତ୍କାର କାର୍ଯ୍ୟ ସମ୍ପନ୍ନ ହୋଇଥିବା ଜଣା ପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025
Latest News

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ କ୍ୟାରିୟର ପ୍ରଦର୍ଶନୀ

September 13, 2025

ଗରମ ବାୟୁ ବେଲୁନରେ ଲାଗିଲା ନିଆଁ: ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୁଖ୍ୟମନ୍ତ୍ରୀ

September 13, 2025

ଷ୍ଟେ-ଚେକ୍ଡ୍ ହେଲଥ୍ କେୟାର ଆପ୍ ଉନ୍ମୋଚିତ

September 13, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

September 13, 2025

ଭାରତ ଏବଂ ପାକିସ୍ତାନ ମହାଲଢେଇ: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ଲାଇଭ୍‌ ଷ୍ଟ୍ରିମିଂ?

September 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.