Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଘ ମାରିଲେଣି ଶିକାରୀ, ଏସଟିଏଫ ଜବତ କଲା ବାଘ ଛାଲ, ଜଣେ ଗିରଫ
ଅପରାଧ

ବାଘ ମାରିଲେଣି ଶିକାରୀ, ଏସଟିଏଫ ଜବତ କଲା ବାଘ ଛାଲ, ଜଣେ ଗିରଫ

December 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
TigerSkin
ବାଘ ମାରିଲେଣି ଶିକାରୀ, ଏସଟିଏଫ ଜବତ ହେଲା ବାଘ ଛାଲ, ଜଣେ ଗିରଫ

ଭୁବନେଶ୍ବର: ଆଜି ଏସଟିଏଫ ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ବେଲପାଳ ଛକରୁ ଜଣେ ବନ୍ୟଜନ୍ତୁ ଶିକାରୀକୁ ଗିରଫ କରି ବେଆଇନ ବାଘ ଛାଲ ଜବତ କରିଛି। ସୂଚନା ମୁତାବକ ଆଜି ସକାଳେ ବେଲପାଳ ଛକରେ ବେଆଇନ ବାଘ ଛାଲ ଡ଼ିଲ ହେଉଥିବାର ଖବର ପାଇଥିଲା ଏସଟିଏଫ।

 

ବିଳମ୍ବ ନକରି ବାରିପଦା ବନଖଣ୍ଡର ଅଧିକାରୀମାନଙ୍କ ସହାୟତାରେ ଉକ୍ତ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତ ଦେବାଶିଷ ପାତ୍ର(21) ଙ୍କୁ ଗିରଫ କରିଛି ଏସଟିଏଫ। ତାଙ୍କ ନିକଟରୁ ଏକ ବାଘ ଛାଲ ଜବତ ହୋଇଥିବା ବେଳେ ଏସଟିଏଫ କେସ ନମ୍ବର 31/22 ରେ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।

ଅପରପକ୍ଷେ ଜବତ ବାଘଛାଲକୁ ଅଧିକ ପରୀକ୍ଷଣ ନିମନ୍ତେ ଦେହେରାଦୁନ ସ୍ଥିତ ଭାରତୀୟ ବନ୍ୟପ୍ରାଣୀ ଅନୁଷ୍ଠାନ କୁ ପଠାଯିବ ବୋଲି ଏସଟିଏଫ କହିଛି।

tiger ଏସଟିଏଫ ବାଘ ଛାଲ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ସକାରାତ୍ମକ ଆଲୋଚନା

June 26, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026
Latest News

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ସକାରାତ୍ମକ ଆଲୋଚନା

June 26, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ଆଜି ଜୁନ୍ ୨୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 26, 2026

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.