Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ନିରାପତ୍ତା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ପ୍ରଭାବିତ ହେବ ଟ୍ରେନ ସେବା
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ନିରାପତ୍ତା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ପ୍ରଭାବିତ ହେବ ଟ୍ରେନ ସେବା

December 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମେମୁ ଟ୍ରେନ
ଖୋର୍ଦ୍ଧା ରୋଡ୍ ଡିଭିଜନର ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ବାତିଲ ହେଲା ଏହି ସବୁ ଟ୍ରେନ

ଭୁବନେଶ୍ବର: 17 ରୁ 26 ଡିସେମ୍ବର 2022 ମଧ୍ୟରେ ପାରାଦୀପ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ କଟକ-ପାରାଦୀପ ରେଳ ସେକ୍ସନରେ ଟ୍ରେନ ସେବା ପ୍ରଭାବିତ ହେବ।

ଟ୍ରେନ ବାତିଲ:

18 ଏବଂ 25 ଡିସେମ୍ବର 2022 ରେ ବିଶାଖାପାଟନମ୍ ରୁ ଛାଡିବାକୁଥିବା 22810 ବିଶାଖାପାଟନମ୍-ପାରାଦୀପ ଏକ୍ସପ୍ରେସ।

19 ଏବଂ 26 ଡିସେମ୍ବର 2022 ରେ ପାରାଦୀପରୁ ଛାଡିବାକୁଥିବା 22809 ପାରାଦୀପ-ବିଶାଖାପାଟନମ୍ ଏକ୍ସପ୍ରେସ।

ଉଭୟ ପାର୍ଶ୍ବରୁ 17 ରୁ 26 ଡିସେମ୍ବର 2022 ମଧ୍ୟରେ ବାତିଲ ହେବାକୁଥିବା ଟ୍ରେନ:

18414/18413 ପୁରୀ-ପାରାଦୀପ-ପୁରୀ ଏକ୍ସପ୍ରେସ।

08445/08446 କଟକ-ପାରାଦୀପ-କଟକ ମେମୂ।

08407/08408 କଟକ-ପାରାଦୀପ-କଟକ ପାସେଞ୍ଜର ସ୍ପେଶାଲ।

ଟ୍ରେନ ବାତିଲ ଟ୍ରେନ ସେବା ନିରାପତ୍ତା ସମ୍ବନ୍ଧୀୟ କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

May 4, 2026
Latest News

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.