Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଭବନ ନୁହେଁ, ପ୍ରଦର୍ଶନୀ ପଡିଆରେ ହେବ ନବୀନଙ୍କ ଶପଥ ଗ୍ରହଣ ଉତ୍ସବ, 29 ତାରିଖ ଦିନ 11ଟା 10ରେ ନେବେ ଶପଥ
ଆଜିର ଖବର

ରାଜଭବନ ନୁହେଁ, ପ୍ରଦର୍ଶନୀ ପଡିଆରେ ହେବ ନବୀନଙ୍କ ଶପଥ ଗ୍ରହଣ ଉତ୍ସବ, 29 ତାରିଖ ଦିନ 11ଟା 10ରେ ନେବେ ଶପଥ

May 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen oath taking will be hold outside of Rajbhwan
Naveen oath taking will be hold outside of Rajbhwan

ସମୀକ୍ଷା ବ୍ୟୁରୋ

ପ୍ରଥମ ଥର ପାଇଁ ନବୀନ ଓଡିଶା ରାଜନୀତିରେ ଏକ ନୂଆ କଥା କରିବାକୁ ଯାଉଛନ୍ତି। ଏଥର ନବୀନଙ୍କ ଶପଥ ଗ୍ରହଣ ଉତ୍ସବ ଚିରାଚରିତ ରାଜଭବନ ନ ହୋଇ ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବ। ଏନେଇ ବିଜୁ ଜନତା ଦଳ ତରଫରୁ ଆରମ୍ଭ ହୋଇଯାଇଛି ବ୍ୟାପକ ପ୍ରସ୍ତୁତି। 29 ତାରିଖ ଦିନ 11ଟ 10 ମିନିଟ୍ ରେ ନବୀନ ଶପଥ ନେବେ ବୋଲି ସମୟ ନିର୍ଦ୍ଧାରିତ ହୋଇଛି। ପଞ୍ଚମ ଥର ପାଇଁ ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଉଥିବାରୁ ଏହାକୁ ବେଶ ଯାକଜମକରେ କରିବା ପାଇଁ ବିଜେଡି ଆଗ୍ରହ ପ୍ରକାଶ କରିଛି। ରାଜଭବନ ଭିତରେ ଥିବା ଖୋଲା ସ୍ଥାନରେ ଏହି ଶପଥ ଗ୍ରହଣ କରିବାରେ ଅସୁବିଧା ସୃଷ୍ଟି ହେଉଛି। 2014 ମସିହାରେ ନବୀନ ରାଜଭବନ ଭିତରେ ଥିବା ଖାଲି ସ୍ଥାନରେ ଶପଥ ନେଇଥିଲେ। ତେବେ ରାଜଭବନ ଭିତରକୁ ପ୍ରବେଶ କରିବା କଟକଣା ଥିବାରୁ ଏହି ଶପଥ ଗ୍ରହଣ ଉତ୍ସବକୁ ବହୁ ଅତିଥି ଯାଇ ପାରନ୍ତି ନାହିଁ। ପଞ୍ଚମ ପାଳିରେ ଯେପରି ବହୁ ସଂଖ୍ୟାରେ ଅତିଥି ଆସିବେ ସେଥିପାଇଁ ଦଳ ପ୍ରଦର୍ଶନୀ ପଡିଆରେ ସମାରୋହ କରିବାକୁ ନିଷ୍ପତି କରିଛି।

bhubaneswar naveen oathtaking odishacm
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026
Latest News

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.