Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଷ୍ଠିତ ଚିତ୍ରଶିଳ୍ପୀ ଡ. ମୁରଲୀଧର ଟାଲିଙ୍କ ଶ୍ରାଦ୍ଧ ଦିବସ ପାଳନ
ଆଜିର ଖବର

ପ୍ରତିଷ୍ଠିତ ଚିତ୍ରଶିଳ୍ପୀ ଡ. ମୁରଲୀଧର ଟାଲିଙ୍କ ଶ୍ରାଦ୍ଧ ଦିବସ ପାଳନ

December 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Muralidhar Tally
ପ୍ରତିଷ୍ଠିତ ଚିତ୍ରଶିଳ୍ପୀ ଡ. ମୁରଲୀଧର ଟାଲିଙ୍କ ଶ୍ରାଦ୍ଧ ଦିବସ ପାଳନ

ଭୁବନେଶ୍ୱର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅନ୍ତର୍ଗତ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ଵାରା ବିଶିଷ୍ଟ ଚିତ୍ରଶିଳ୍ପୀ ତଥା ସୁଖ୍ୟାତ ବାନ୍ଧ ଡିଜାଇନର ଡ.ମୁରଲୀଧର ଟାଲିଙ୍କ ଶ୍ରାଦ୍ଧ ଦିବସ ଆଜି ଓଡ଼ିଶା ଲଳିତ କଳା ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି।

ଏକାଡେମୀର ସଚିବ ଚିତ୍ରଶିଳ୍ପୀ ପଞ୍ଚାନନ ସାମଲ, ଶିଳ୍ପୀଙ୍କ ପୁତ୍ର ଦେବୀପ୍ରସାଦ ଟାଲି, ଶ୍ୟାମପ୍ରସାଦ ଟାଲି,ପୁତ୍ରବଧୂ ଚଞ୍ଚଳା ଟାଲି ଓ ଅନ୍ୟମାନେ ଶିଳ୍ପୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ଅବସରରେ ଉପସ୍ଥିତ ବ୍ୟକ୍ତି ବିଶେଷ ଶିଳ୍ପୀଙ୍କ ସ୍ମୃତିଚାରଣ କରି ସ୍ୱର୍ଗତ ଟାଲି ଉଭୟ ତୈଳ ଚିତ୍ର ଓ ଜଳରଙ୍ଗ ଚିତ୍ରରେ ଜଣେ ସୁଦକ୍ଷ ବିନ୍ଧାଣୀ ଥିଲେ ବୋଲି ମତପ୍ରକାଶ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ଯାତ୍ରାର ମୂଲ୍ୟ ୩୯୯୯ ଓ ୮୯୯୯: ଭଡା ଶସ୍ତା କଲା ଇଣ୍ଡିଗୋ

September 14, 2026

ଦିଶା ସାଲିଆନ୍ ମୃତ୍ୟୁ ମାମଲାରେ ସିବିଆଇର ବଡ଼ ପଦକ୍ଷେପ: ବହୁ ବଡ଼ବଡ଼ିଆଙ୍କ ନାଁରେ ଏଫଆଇଆର୍

September 14, 2026

ଏସିଆ କପର ଖୁସି ମଧ୍ୟରେ ଭାରତୀୟ ଖେଳାଳିଙ୍କ ପାଇଁ ଦୁଃଖ: ଦଣ୍ଡିତ କଲା ଆଇସିସି

September 14, 2026

ଭିଣୋଇର ଶ୍ରାଦ୍ଧ କର୍ମରେ ଗାଧୋଉଥିଲା ବେଳେ ନଦୀ ସ୍ରୋତରେ ଭାସି ଶଳାଙ୍କ ମୃତ୍ୟୁ

September 14, 2026
Latest News

ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ଯାତ୍ରାର ମୂଲ୍ୟ ୩୯୯୯ ଓ ୮୯୯୯: ଭଡା ଶସ୍ତା କଲା ଇଣ୍ଡିଗୋ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

ଦିଶା ସାଲିଆନ୍ ମୃତ୍ୟୁ ମାମଲାରେ ସିବିଆଇର ବଡ଼ ପଦକ୍ଷେପ: ବହୁ ବଡ଼ବଡ଼ିଆଙ୍କ ନାଁରେ ଏଫଆଇଆର୍

September 14, 2026

ଏସିଆ କପର ଖୁସି ମଧ୍ୟରେ ଭାରତୀୟ ଖେଳାଳିଙ୍କ ପାଇଁ ଦୁଃଖ: ଦଣ୍ଡିତ କଲା ଆଇସିସି

September 14, 2026

‘UCC’କୁ ବିରୋଧ କଲା JDU: ଏବେ ଚିରାଗ ପାସୱାନ ମଧ୍ୟ ସ୍ପଷ୍ଟ କଲେ ମତ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.