Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦୀଙ୍କ ମାଆଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ
ଆଜିର ଖବର

ମୋଦୀଙ୍କ ମାଆଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

December 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Hiraben
ମୋଦୀଙ୍କ ମାଆଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆଙ୍କ ମୃତ୍ୟୁ ଖବର ଶୁଣି ମୁଁ ଦୁଃଖିତ। ଏହିପରି ଏକ ସମୟରେ ତାଙ୍କ ପରିବାରଙ୍କୁ ସାହାସ ମିଳୁ ମୋର ପ୍ରାର୍ଥନା।

ଆଜି ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନ ମୋଦୀ ସକାଳ ୩.୩୦ ମିନିଟ ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଅସୁସ୍ଥତା ଯୋଗୁଁ ବୁଧବାର ସକାଳେ ତାଙ୍କୁ ‘ୟୁଏନ ମେହେତ୍ତା ଇନଷ୍ଟିଚ୍ୟୁଟ୍ ଅଫ୍ କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର’ରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି।

ନବୀନ ପଟ୍ଟନାୟକ ହୀରାବେନ ହୀରାବେନ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.