Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଋଷଭ ପନ୍ତ କାର ଦୁର୍ଘଟଣା: ଟ୍ୱିଟ କରି ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଋଷଭ ପନ୍ତ କାର ଦୁର୍ଘଟଣା: ଟ୍ୱିଟ କରି ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୋଦୀ

December 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କ୍ରିକେଟର ଋଷଭ ପନ୍ତଙ୍କ କାର ଉତ୍ତରାଖଣ୍ଡର ରୁଡକି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯେଉଁଥିରେ ପନ୍ତ ଆହତ ହୋଇଥିଲେ। ଏହି ଖବର ଆସିବା ପରଠାରୁ ଘଟଣା ସହ ଜଡିତ ଚିତ୍ର ସୋସିଆଲ ମିଡିଆରେ ସେୟାର କରାଯାଉଥିବାବେଳେ ବରିଷ୍ଠ ନେତା, କ୍ରିକେଟର ତଥା ପ୍ରଶଂସକମାନେ ତାଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛନ୍ତି। ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ଏବଂ ସେ ଟୁଇଟ୍ କରି ଶୀଘ୍ର ସୁସ୍ଥ ହେବା ଲାଗି କାମନା କରିଛନ୍ତି। ବର୍ତ୍ତମାନ ରିଷଭ ପନ୍ତ ସୁସ୍ଥ ଥିବା ଜଣାପଡ଼ିଛି।

ଉଲ୍ଲେଖ ଯୋଗ୍ୟ ଯେ, ଋଷଭ ପନ୍ତଙ୍କ ମର୍ସିଡିଜ୍ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହାକୁ ସେ ନିଜେ ଡ୍ରାଇଭ କରୁଥିଲେ। ଦୁର୍ଘଟଣା ସମୟରେ ପନ୍ତ କାରରେ ଏକୁଟିଆ ଥିଲେ। ଏହି ଦୁର୍ଘଟଣା ପରେ ମର୍ସିଡିଜ୍ ରେ ନିଆଁ ଲାଗିଯାଇଥିଲା ​​ଏବଂ ସେ ସାହାସର ସହ କାର କାଚ ଭାଙ୍ଗି ବାହାରକୁ ଆସିଥିଲେ। ପ୍ରଥମେ ତାଙ୍କୁ ରୁଡକିକୁ ନିଆଯାଇଥିଲା, ପରେ ତାଙ୍କୁ ଡେହରାଡୁନର ମ୍ୟାକ୍ସ ହସ୍ପିଟାଲକୁ ପଠାଯାଇଥିଲା।

ଋଷଭ ପନ୍ତ କାର ଦୁର୍ଘଟଣା ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026
Latest News

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ବଢିଲା ଅଶୋଧିତ ତୈଳ ଦର

April 20, 2026

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.