Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ : ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ଆଲୋଚନା
ଆଜିର ଖବର

ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ : ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ଆଲୋଚନା

May 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଗୃହରେ ଅନୁଷ୍ଠିତ ହୋଇଛି। ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ଏହି ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ସମସ୍ତ ନବ ନିର୍ବାଚିତ ସାଂସଦ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋଙ୍କ ସହିତ ଭିବଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ। ସଂସଦରେ ଏହି ନେତାଙ୍କର ଭୂମିକା ଏବଂ ନିଜ ନିର୍ବାଚନମଣ୍ଡଳୀରେ କାର୍ଯ୍ୟ ନେଇ ଏହି ବୈଠକରେ ଆଲୋଚନା ହୋଇଛି। ବୈଠକ ପରେ ସାମ୍ବାଦିକଙ୍କୁ ସୂଚନା ଦେଇ ବରିଷ୍ଠ ନେତା ଚନ୍ଦ୍ର ଶେଖର ସାହୁ ଆଲୋଚନା ସମ୍ପର୍କରେ ସୂଚନା ଦେଇଛନ୍ତି। ଲୋକସଭାରେ ବିଜେଡି ନିଜର ତିନି ପ୍ରମୁଖ ଦାବି ଉତ୍‌ଥାପନ କରିବା ନେଇ ସୂଚନା ଦେଇଥିଲେ ଚନ୍ଦ୍ରଶେଖର। ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଅଧିକ ଅର୍ଥରାଶି ଏବଂ ବିଧାନସଭା ଓ ଲୋକସଭାରେ ମହିଳାଙ୍କ ନିମନ୍ତେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଦଳର ପ୍ରମୁଖ ଦାବି ରହିବ ବୋଲି ଶ୍ରୀ ସାହୁ ପ୍ରକାଶ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Latest News

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.