Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ୟୁକୋ ବ୍ୟାଙ୍କର ପ୍ରତିଷ୍ଠା ଦିବସ ପାଳିତ
ଆଞ୍ଚଳିକ

ରଣପୁର: ୟୁକୋ ବ୍ୟାଙ୍କର ପ୍ରତିଷ୍ଠା ଦିବସ ପାଳିତ

January 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁରରେ ସର୍ବ ପ୍ରଥମେ ଖୋଲିଥିବା ୟୁକୋ ବ୍ୟାଙ୍କର ୮୦ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇ ଯାଇଛି। ୧୯୪୩ ମସିହାରେ କୋଲକାତା ଠାରେ ପ୍ରଥମେ କମରସିଆଲ ବ୍ୟାଙ୍କ ନାମରେ ପ୍ରତିଷ୍ଠା ହୋଇଥିଲା। ୧୯୭୦ ମସିହାରେ ରଣପୁରରେ ପ୍ରଥମେ ୟୁକୋ ବ୍ୟାଙ୍କ ପ୍ରତିଷ୍ଠା କରାଯାଇଥିଲା।

ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇ ଏହି ବ୍ୟାଙ୍କ ୫୨ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରଣପୁରରେ ଲୋକପ୍ରିୟତା ହାସଲ କରି ପାରିଛି ବୋଲି ମ୍ୟାନେଜର ଅକ୍ଷୟ କୁମାର ପାଢ଼ୀ ମତ ଦେଇଛନ୍ତି। ବର୍ତ୍ତମାନ ରଣପୁରରେ ଅନେକ ବ୍ୟାଙ୍କ ଖୋଲିଛି, କିନ୍ତୁ ୫୨ ବର୍ଷ ଧରି ରଣପୁର ଅଞ୍ଚଳ ଅନେକ ବ୍ୟକ୍ତି ୟୁକୋ ବ୍ୟାଙ୍କ ସହ ବାନ୍ଧି ହୋଇ ରହିଛନ୍ତି ବୋଲି ମ୍ୟାନେଜର କହିଛନ୍ତି।

ପ୍ରତିଷ୍ଠା ଦିବସ ଉପଲକ୍ଷେ ଶାଖାକୁ ଆକର୍ଷଣୟ ଭାବେ ସଜାଇବା ସହିତ କେକ କଟା ଯାଇ ବ୍ୟାଙ୍କକୁ ଆସିଥିବା ଗ୍ରାହକଙ୍କୁ ମିଷ୍ଟାନ୍ନ ବଣ୍ଟା ଯାଇଥିଲା।

ଏହି ଅବସରରେ ଭରତ ପାତ୍ର, ଶର୍ମିଷ୍ଠା ହଦା, ରୋଶନୀ ମହାରଣା, ଅନୁପମ ଦାଶ, ପୂର୍ଣ୍ଣିମା ସାହୁ, ସୁଦୀପ୍ତ କୁମାର, ମାନସ ରଞ୍ଜନ ତରେଇ, ଦିଲ୍ଲୀପ କୁମାର ମହାପାତ୍ର ପ୍ରମୁଖ ବ୍ୟାଙ୍କ କର୍ମଚାରୀ ଉପସ୍ଥିତ ଥିଲେ।

ପ୍ରତିଷ୍ଠା ଦିବସ ୟୁକୋ ବ୍ୟାଙ୍କ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ରଣପୁରର ପାଞ୍ଚଟି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଉଦ୍‌ଯାପିତ

October 13, 2026

ରଣପୁରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ: SIR ବାତିଲ ଦାବି

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.