ଆପଣଙ୍କର ଗ୍ରହ ଦୋଷ ରହିଛି କି? କରନ୍ତୁ ଏହି ଛୋଟିଆ କାମ, ମିଳିବ ସଫଳତା

Published: Jan 12, 2023, 6:49 am IST

ନୂଆଦିଲ୍ଲୀ: ଯଦି ଆପଣଙ୍କର କୈଣସି ଗ୍ରହ ଖରାପ କିମ୍ବା କୁପ୍ରଭାବ ରହିଛି ତେବେ ନିମ୍ନଲିଖିତ ପ୍ରତିକାରଗୁଡିକ ଚେଷ୍ଟା କରନ୍ତୁ।

ସୂର୍ଯ୍ୟ– ଚାଲୁଥିବା ପାଣିରେ ତମ୍ବା କିମ୍ବା ତମ୍ବାମୁଦ୍ରା ପକାନ୍ତୁ।

ଚନ୍ଦ୍ର– ଏକ ପାତ୍ରରେ କ୍ଷୀର କିମ୍ବା ପାଣି ମୁଣ୍ଡ ପାଖରେ ରଖି ଶୋଇ ପଡନ୍ତୁ। ପରଦିନ ସମସ୍ତ ଜଳକୁ ବାଗୁଲ ଗଛ ମୂଳରେ ରଖ।

ବୁଧ– ଝିଅମାନଙ୍କୁ ସବୁଜ ପୋଷାକ ଏବଂ ସବୁଜ ଚୁଡି ଦାନ କରନ୍ତୁ, ଦାନ୍ତକୁ ସଫା ରଖନ୍ତୁ।

ଗୁରୁ- କପାଳରେ ଚନ୍ଦନ ତିଳକ ଲଗାନ୍ତୁ, ତୁଳସୀ ଗଛ ମୂଳରେ ପାଣି ଦିଅନ୍ତୁ, ଡାଲି ଦାନ କରନ୍ତୁ।

ଶୁକ୍ର- ଘିଅ, କର୍ପୁର, ଦହି ଦାନ କରନ୍ତୁ ଏବଂ ସୁଗନ୍ଧିତ ପଦାର୍ଥ ବ୍ୟବହାର କରନ୍ତୁ।

ଶନି- ବାଗୁଲ ଗଛ ଦାନ୍ତକାଠି ଘଷନ୍ତୁ, ଓସ୍ତ ଗଛ ମୂଳରେ ତେଲ ଢାଳନ୍ତୁ।

ରାହୁ- ଗହମକୁ କ୍ଷୀରରେ ଧୋଇ ଏହାକୁ ପ୍ରବାହିତ ପାଣିରେ ଢାଳନ୍ତୁ, ମୂଳା ଦାନ କରନ୍ତୁ, ପକେଟରେ ରୂପା ମୁଦ୍ରା ରଖନ୍ତୁ।

କେତୁ- ପ୍ରବାହିତ ପାଣିରେ ତେଲ ଢାଳନ୍ତୁ।

Related posts