Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୋଟବେଳେ ଆରଭିଏମ ବ୍ୟବହାର ହେବ କି ନାହିଁ, ଆଜି ବସୁଛି ସର୍ବଦଳୀୟ ବୈଠକ
ଜାତୀୟ ଖବର

ଭୋଟବେଳେ ଆରଭିଏମ ବ୍ୟବହାର ହେବ କି ନାହିଁ, ଆଜି ବସୁଛି ସର୍ବଦଳୀୟ ବୈଠକ

January 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Election Commi
ଭୋଟବେଳେ ଆରଭିଏମ ବ୍ୟବହାର ହେବ କି ନାହିଁ, ଆଜି ବସୁଛି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀର ଭାରତ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରେ ସର୍ବଦଳୀୟ ବୈଠକ ବସୁଛି। ମୁଖ୍ୟତଃ ନିର୍ବାଚନ ସମୟରେ ନୂଆ କରି ଆରଭିଏମ ବ୍ୟବହାର କରାଯିବ। ସେ ନେଇ ସବୁ ଦଳର ନେତାଙ୍କୁ ଅବଗତ କରାଯିବା ସହିତ ଏହାର ବ୍ୟବହାର ପ୍ରଣାଳୀ କୁହାଯିବ।

ସେଥିପାଇଁ ନିର୍ବାଚନ ଆୟୋଗ ଦେଶର ୮ଟି ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ ଏବଂ ୫୭ଟି ସ୍ୱୀକୃତିପ୍ରାପ୍ତ ରାଜ୍ୟ ରାଜନୈତିକ ଦଳଙ୍କୁ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ପରିସରରେ ଏହି ବୈଠକ ହେବ। ଏଥିରେ ଏହି ଆରଭିଏମ ବା ରିମୋଟ ଇଲେକ୍‌ଟ୍ରୋନିକ୍ସ ଭୋଟିଂ ମେସିନ୍‌ର ପ୍ରଦର୍ଶନ କରାଯିବ।

ନିର୍ବାଚନ ସମୟର ଘରୋଇ ପ୍ରବାସୀ ଭୋଟରମାନଙ୍କ ମତଦାନ ନିମନ୍ତେ ଭାରତ ନିର୍ବାଚନ ଆୟୋଗ ଏକ ସୁବ୍ୟବସ୍ଥିତ ଯୋଜନା ପ୍ରଣୟନ କରିବାକୁ ଯାଉଛନ୍ତି। ଘରୋଇ ପ୍ରବାସୀ ଭୋଟରମାନେ ଶିକ୍ଷା, ରୋଜଗାର ଏବଂ ଅନ୍ୟାନ୍ୟ କାରଣରୁ ନିଜ ନିର୍ବାଚନ ମଣ୍ଡଳୀ ବାହାରେ ରହୁଥିବାରୁ ସାଧାରଣ ନିର୍ବାଚନ କିମ୍ବା ଉପନିର୍ବାଚନ ସମୟରେ ନିଜ ସାମ୍ବିଧାନିକ ଅଧିକାର ମତଦାନ କାର୍ଯ୍ୟରୁ ବିଭିନ୍ନ କାରଣରୁ ବିରତ ରହୁଛନ୍ତି।

ଏହି ବୈଠକ ପୂର୍ବରୁ ଦେଶର ଏଗାରଟି ରାଜନୈତିକ ଦଳ ଆରଭିଏମକୁ ବିରୋଧ କରୁଥିବାର ଜଣାପଡିଛି।

ଭାରତ ନିର୍ବାଚନ କମିଶନର
Share. Facebook Twitter LinkedIn Email WhatsApp Copy Link

Related Posts

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026
Latest News

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.