Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶପଥ ଗ୍ରହଣ ପୂର୍ବରୁ ବାରଣାସୀ ଗସ୍ତରେ ମୋଦି : କାଶୀ ବିଶ୍ବନାଥରେ ପୂଜାର୍ଚ୍ଚନା
ଆଜିର ଖବର

ଶପଥ ଗ୍ରହଣ ପୂର୍ବରୁ ବାରଣାସୀ ଗସ୍ତରେ ମୋଦି : କାଶୀ ବିଶ୍ବନାଥରେ ପୂଜାର୍ଚ୍ଚନା

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୃହତ ବିଜୟ ସହିତ କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ପ୍ରଥମ ଥର ପାଇଁ ବାରଣାସୀ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ ସମୟରେ ମୋଦି ବାରଣାସୀର ଜନତାଙ୍କୁ ନିର୍ବାଚନରେ ବୃହତ ବିଜୟ ପାଇଁ ଧନ୍ୟବାଦ ଜଣାଇବା ସହିତ କାଶୀ ବିଶ୍ବନାଥଙ୍କ ଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ସହିତ ଯୋଗ ଦେଇଥିଲେ। ଶପଥ ଗ୍ରହଣର ତିନି ଦିନ ପୂର୍ବରୁ ବାରଣାସୀ ଗସ୍ତ କରିଥିବା ମୋଦି କ୍ରମାଗତ ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। କାଶୀ ବିଶ୍ଵନାଥ ମନ୍ଦିରକୁ ମୋଦି ଏକ କାର୍‌ରେ ଯାତ୍ରା କରିଥିଲେ। କାଶୀ ବିଶ୍ବନାଥ ମନ୍ଦିର ପରିସରରେ ଏକ ଏଲ୍‌ଇଡି ସ୍କ୍ରିନ୍‌ ଲଗା ଯାଇଥିଲା ଯାହାଦ୍ବାରା ମୋଦିଙ୍କ ପୂଜା କରିବା ସମୟର ଦୃଶ୍ୟର ଲାଇଭ୍‌ ଷ୍ଟ୍ରିମିଂ କରାଯାଇଥିଲା। କାଶୀ ବିଶ୍ବନାଥଙ୍କ ଦର୍ଶନ ପରେ ମୋଦି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଚଳିତ ନିର୍ବାଚନରେ ସପାର ପ୍ରାର୍ଥୀ ଶାଲିନୀ ଯାଦବଙ୍କୁ ୪.୭୯ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରି ଦ୍ବିତୀୟ ଥର ପାଇଁ ବାରଣାସୀରୁ ନିର୍ବାଚିତ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Latest News

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.