Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବାଳିକା ଆତ୍ମାରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ
ଆଞ୍ଚଳିକ

ବାଣପୁରରେ ବାଳିକା ଆତ୍ମାରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

January 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ୮ ଦିନ ବ୍ୟାପି ଚାଲିଥିବା ବାଳିକା ଆତ୍ମାରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଅଛି। ପ୍ରଶିକ୍ଷଣ ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ଗୋଦାବରୀଶ ମହାବିଦଦ୍ୟାଳୟର ବରିଷ୍ଠ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ଯୋଗଦେଇ ଶିବିରର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ବାଳିକାମାନଙ୍କୁ ଆଲୋକପାତ କରିଥିଲେ।

ବାଳିକା ଆତ୍ମାରକ୍ଷା କୌଶଳର ପ୍ରଶିକ୍ଷଣ ଶିବିରର ସଂଯୋଜିକା ତଥା ଅଧ୍ୟାପିକା ଗିତାଞ୍ଜଳୀ ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିଲେ। ଅଧ୍ୟାପକ ପ୍ରହ୍ଲାଦ ଜେନା, ନିରଞ୍ଜନ ପ୍ରଧାନ, ନୀଳମଣି ଘଡ଼ାଇ, ରାମକୃଷ୍ଣ ପାଲଟାସିଂହ ପ୍ରମୁଖ ଉଦବୋଧନ ଦେଇ ଛାତ୍ରୀମାନଙ୍କୁ କୌଶଳ ଶିକ୍ଷା ନିମନ୍ତେ ଉତ୍ସାହିତ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ମଧୁସୂଦନ ଜେନା, ତପନ କୁମାର ସାହୁ, ପ୍ରଶାନ୍ତ ହୋତା, ବସନ୍ତ କୁମାର ଛାଟୋଇ ପ୍ରମୁଖ ସହଯୋଗ କରିଥିଲେ। ମାଷ୍ଟର ପ୍ରଶିକ୍ଷିକା ଭାବେ ଆସମା ବେଗମ ଛାତ୍ରୀ ମାନଙ୍କୁ ବାଳିକା ଆତ୍ମାରକ୍ଷର ବିଭିନ୍ନ କୌଶଳ ଗୁଡିକ ତାଲିମ ପ୍ରଦାନ କରିଥିଲେ।

ଏହି ଶିବିରରେ ୬୪ ଜଣ ଛାତ୍ରୀ ଯୋଗ ଦେଇଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପରିଚାଳିତ ହୋଇଥିଲା। ପରିଶେଷରେ ଛାତ୍ରୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରମାଣ ପାତ୍ର ବଣ୍ଟନ କରାଯାଇଥିଲା।

ଗମ୍ଭାରୀମୁଣ୍ଡା ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିବସ ଅବସରରେ ବିଶାଳ ରକ୍ତଦାନ ଶିବିର ପାଇଁ ଭୂମି ପୂଜନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.