Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ, ଆଜି ପଦାଧିକାରୀ ବୈଠକ
ଆଜିର ଖବର

ଆସନ୍ତାକାଲି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ, ଆଜି ପଦାଧିକାରୀ ବୈଠକ

January 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
bjp
ଆସନ୍ତାକାଲି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ, ଆଜି ପଦାଧିକାରୀ ବୈଠକ

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆଜି ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ।

ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସମସ୍ତ କେନ୍ଦ୍ରମନ୍ତ୍ରୀ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ ।

୨୨ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରର ହୋଟେଲ ପଦ୍ମଜା ପ୍ରିମିୟମ, ଚନ୍ଦ୍ରଶେଖରପୁରଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

bjp odisha ଓଡିଶା ବିଜେପି ବିଜେପି ବିଜେପି କାର୍ଯ୍ୟକାରିଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୨ତମ ପ୍ରଗତି ବୈଠକ ଅନୁଷ୍ଠିତ

June 25, 2026

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.