Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ବଡ ଘୋଷଣା: ବିଦ୍ୟାଳୟରେ ଗୀତା ଏବଂ ରାମାୟଣ ପଢିବେ ଛାତ୍ରଛାତ୍ରୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ବଡ ଘୋଷଣା: ବିଦ୍ୟାଳୟରେ ଗୀତା ଏବଂ ରାମାୟଣ ପଢିବେ ଛାତ୍ରଛାତ୍ରୀ

January 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପୁଣି ଥରେ ଘୋଷଣା କରିଛନ୍ତି ଯେ, ଗୀତା ଏବଂ ରାମାୟଣଙ୍କ ସହ ବିଦ୍ୟାଳୟରେ ହିନ୍ଦୁ ଧର୍ମର ସମସ୍ତ ପବିତ୍ର ପୁସ୍ତକ ଶିକ୍ଷା ଦିଆଯିବ। ସୋମବାର ଦିନ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଆମର ରାମାୟଣ, ମହାଭାରତ, ବେଦ, ପୁରାଣ, ଉପନିଷଦ ଅମୂଲ୍ୟ ଗ୍ରନ୍ଥ ଅଟେ। ଏହି ଗ୍ରନ୍ଥଗୁଡିକ ମଣିଷକୁ ନୈତିକ ଏବଂ ସଂପୂର୍ଣ୍ଣ କରିବାର କ୍ଷମତା ରଖିଛି। ଏହି ପବିତ୍ର ଗ୍ରନ୍ଥଗୁଡ଼ିକ ମାଧ୍ୟମରେ ଆମେ ପିଲାମାନଙ୍କୁ ସଂପୂର୍ଣ୍ଣ ଏବଂ ନୈତିକ ଶିକ୍ଷା ଦେବୁ।

ଭୋପାଳରେ ବିଦ୍ୟା ଭାରତୀ ଦ୍ୱାରା ଆୟୋଜିତ ସୁଘୋଶ ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂତନ ଶିକ୍ଷା ନୀତିରେ ବର୍ତ୍ତମାନ ମାତୃଭାଷାରେ ଶିକ୍ଷା ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ମଧ୍ୟପ୍ରଦେଶରେ ହିନ୍ଦୀରେ ମେଡିକାଲ ଏବଂ ଇଞ୍ଜିନିୟରିଂ ଅଧ୍ୟୟନ କରାଯିବ। ସେ ଅଭିଯୋଗ କରିଛନ୍ତି ଯେ ଦେଶରେ କିଛି ଲୋକ ଅଛନ୍ତି ଯେଉଁମାନେ ଆମ ସଂସ୍କୃତି, ଆଧ୍ୟାତ୍ମିକତା, ଧର୍ମ ଏବଂ ମହାନ ବ୍ୟକ୍ତିମାନଙ୍କୁ ସମାଲୋଚନା କରିବାରେ ଆନନ୍ଦିତ ହୁଅନ୍ତି। ଏଭଳି ଲୋକମାନେ ଜାଣନ୍ତି ନାହିଁ ଯେ ସେମାନେ ଦେଶ ପାଇଁ କେତେ କ୍ଷତି କରୁଛନ୍ତି।

ଗୀତା ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ରାମାୟଣ ଶିବରାଜ ସିଂ ଚୌହାନ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026

International Day of Yoga:କୋଲକାତାରେ ବହୁ ଅଭ୍ୟାସକାରୀଙ୍କ ଗହଣରେ ଯୋଗ କଲେ ପ୍ରଧାନମନ୍ତ୍ରୀ

June 21, 2026
Latest News

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ମା’ ମଣିନାଗଙ୍କ ପଞ୍ଚଦିନାତ୍ମକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.