Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଡାକ ମଣ୍ଡଳ ପକ୍ଷରୁ ଗ୍ରାମୀଣ ଡାକ ମେଳା ଅନୁଷ୍ଠିତ
ଆଜିର ଖବର

କଳାହାଣ୍ଡି ଡାକ ମଣ୍ଡଳ ପକ୍ଷରୁ ଗ୍ରାମୀଣ ଡାକ ମେଳା ଅନୁଷ୍ଠିତ

January 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଡାକ ମଣ୍ଡଳ ପକ୍ଷରୁ ଗୋଲାମୁଣ୍ଡା ବ୍ଲକ୍ ଫରଙ୍ଗ ଠାରେ ଜିଲ୍ଲା ଗ୍ରାମୀଣ ଡାକ ମେଳା ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଡାକ ମଣ୍ଡଳ ଅଧିକ୍ଷକ ବିଜୟ କୁମାର ମହାନ୍ତି, ଧର୍ମଗଡ ଡାକ ନିରୀକ୍ଷକ ଅନନ୍ତ ଚରଣ ସାହୁ, ଓଭରସିଅର ଗୌର ଚନ୍ଦ୍ର ମାଝୀ ପ୍ରମୁଖ ଯୋଗ ଦେଇ ସରକାରଙ୍କ ଡାକ ବିଭାଗ ଦ୍ବାରା ବିଭିନ୍ନ ଜନ କଲ୍ୟାଣ ମୁଖି କାର୍ଯ୍ୟକ୍ରମ ଗୁଡ଼ିକ ସଂପର୍କରେ ଆଲୋଚନ କରିଥଲେ। ବର୍ତ୍ତମାନ ଡାକ ଘର ମାଧ୍ୟମରେ ବିଭିନ୍ନ ଡିପୋଜିଟ ଗ୍ରହଣ କରା ଯିବା ସହିତ ଋଣ ମଞ୍ଜୁର କରାଯାଉଥିବା ହେତୁ ଜନ ସାଧାରଣ ସେଥିର ଫାଇଦା ଉଠାଇବା ପାଇଁ ଆହ୍ବାନ ଜଣାଇଥିଲେ। ଗ୍ରାମାଞ୍ଚଳ ର ଗରିବ ନୀରିହ ବ୍ୟକ୍ତି ବିଶେଷ ବିଭିନ୍ନ ଚିଟ ଫଣ୍ଡ ର ପ୍ରଲୋଭନ ରେ ନ ପଡ଼ି ଡାକ ସେବାର ସୁବିଧା ଉଠାଇବା ପାଇଁ ଚେଷ୍ଟା କରିବାକୁ ଡାକ ଅଧିକାରୀ ମାନେ ଆହ୍ବାନ ଜଣାଇଥିଲେ। ଜନ ସାଧାରଣ ଙ୍କୁ ସଚେତନ କରାଇବା ପାଇଁ ଏଭଳି ଡାକ ମେଳା ଅୟୋଜନ କରାଯାଉଥିବା ପ୍ରକାଶ।

Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ପକ୍ଷରୁ ଦକ୍ଷିଣ ଭାରତୀୟ ସ୍ୱାସ୍ଥ୍ୟ ଖାଦ୍ୟ ବ୍ରାଣ୍ଡ ‘ମାନ୍ନା’ ଅଧିଗ୍ରହଣ

February 11, 2026

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଟି-୨୦ ବିଶ୍ୱକପ୍ ମଧ୍ୟରେ ଭାରତୀୟ ଶିବିରରୁ ଖରାପ ଖବର: ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026
Latest News

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ପକ୍ଷରୁ ଦକ୍ଷିଣ ଭାରତୀୟ ସ୍ୱାସ୍ଥ୍ୟ ଖାଦ୍ୟ ବ୍ରାଣ୍ଡ ‘ମାନ୍ନା’ ଅଧିଗ୍ରହଣ

February 11, 2026

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଟି-୨୦ ବିଶ୍ୱକପ୍ ମଧ୍ୟରେ ଭାରତୀୟ ଶିବିରରୁ ଖରାପ ଖବର: ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ

February 11, 2026

ଖଲିସ୍ତାନୀଙ୍କୁ ନିସ୍ତାର ନାହିଁ: ଡୋଭାଲଙ୍କ ଗସ୍ତ ପରେ SFJକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.