Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଭିନ୍ନ ପ୍ରତିଯୋଗିତାରେ ଶିଶୁମାନଙ୍କୁ ପୁରଷ୍କୃତ କଲା ବନ୍ଦେ ଭାରତୀ ଜାତୀୟ ମହିଳା ଓ ଶିଶୁ ବିକାଶ ପରିଷଦ
ଆଞ୍ଚଳିକ

ବିଭିନ୍ନ ପ୍ରତିଯୋଗିତାରେ ଶିଶୁମାନଙ୍କୁ ପୁରଷ୍କୃତ କଲା ବନ୍ଦେ ଭାରତୀ ଜାତୀୟ ମହିଳା ଓ ଶିଶୁ ବିକାଶ ପରିଷଦ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବର ଚକିଶିଆଣୀରେ ବନ୍ଦେ ଭାରତୀ ଜାତୀୟ ମହିଳା ଓ ଶିଶୁ ବିକାଶ ପରିଷଦ ପକ୍ଷରୁ ଶିଶୁମାନଙ୍କୁ ନେଇ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହୋଇଥିଲା।  ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା ପିଲାମାନଙ୍କୁ ଏଥିରେ ପୁରଷ୍କୃତ କରାଯାଇଥିଲା। ପିଲା ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସବୁ ବେଳେ ସତ କହିବା ଓ ବାପା ମା’ ଙ୍କ ସ୍ବପ୍ନକୁ ସାକାର କରିବା ପାଇଁ କଠିନ ପରିଶ୍ରମ କରିବା ଲାଗି ସେମାନଙ୍କୁ ବିଭିନ୍ନ ପ୍ରକାର ଉପଦେଶ ଦିଆଯାଇଥିଲା।

ଆଗକୁ ଏହା ରାଜ୍ୟର ସବୁ ସ୍ଥାନ ମାନଙ୍କରେ ଆୟୋଜିତ କରାଯିବ ବୋଲି ସଭାନେତ୍ରୀ ପ୍ରତୀକ୍ଷା ମହାପାତ୍ର କହିଥିଲେ। ଆସନ୍ତା ଶିକ୍ଷା ବର୍ଷରେ ଓଡିଶାର ବିଭିନ୍ନ କୋଣରୁ ଗରିବ ଶ୍ରେଣୀର ପିଲାମାନଙ୍କୁ କିଭଳି ଭାବେ ମାଗଣା ଓ ଉନ୍ନତ ଧରଣର ଶିକ୍ଷା ପ୍ରଦାନ କରାଯିବ ତାହା ଉପରେ ବକ୍ତବ୍ୟ ରଖିଥିଲେ ଇଂ. ଶେଷଦେଵ ବରାଳ।

ଏହି କାର୍ଯ୍ୟକ୍ରମରେ ଇଂ. ଶେଷଦେଵ ବରାଳ, ପ୍ରତୀକ୍ଷା ମହାପାତ୍ର, ସରୋଜ ନାୟକ, ଧରିତ୍ରୀ ସାହୁ, ଜୀବନଜ୍ୟୋତି ସାହୁ, ଶିବପ୍ରସାଦ ସାହୁ, ଜ୍ୟୋସ୍ନାରାଣୀ ସାହୁ, ବାସନ୍ତି ମହାରଣା ପ୍ରମୁଖ ଯୋଗ ଦେଇଥିଲେ।

ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଆଜିର ଦର

May 28, 2026

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.