Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ ଭାଙ୍ଗି ଚୁରମାର, ଦୁଇ ଗୁରୁତର
ଆଜିର ଖବର

ବାଲୁଗାଁ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ ଭାଙ୍ଗି ଚୁରମାର, ଦୁଇ ଗୁରୁତର

February 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Accident
ବାଲୁଗାଁ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ ଭାଙ୍ଗି ଚୁରମାର, ଦୁଇ ଗୁରୁତର

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଣପୁର 16 ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବେଲପଡା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ରୁ ବ୍ରହ୍ମପୁର ଗୋପାଳପୁର ଅଭିମୁଖେ ଆଗ ପଛ ହୋଇ ଯାଉଥିବା ଏକ ଆଇରନ ବୋଝେଇ ଟ୍ରକ ଏବଂ ଆଇରନ ଡଷ୍ଟ ବୋଝେଇ ଟ୍ରକ ମଧ୍ୟରେ ବେଲପଡା ଛକ ଠାରେ ଧକ୍କା ହୋଇଥିଲା। ଆଇରନ ଡଷ୍ଟ ବୋଝେଇ ଗାଡ଼ି ଟି ରଡ଼ ବୋଝେଇ ଟ୍ରକ କୁ ପଛପଟୁ ଶକ୍ତ ଧକ୍କା ଦେବାରୁ ଡଷ୍ଟ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି ଏବଂ ଗାଡିର ଆଗ ପାର୍ଶ୍ୱ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଖବର ପାଇ ବାଲୁଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡିର କ୍ୟାବିନ କୁ ଗ୍ୟାସ କଟର ମାଧ୍ୟମରେ କାଟି ତନ୍ମଧ୍ୟରୁ ଚାପି ହୋଇ ରହିଥିବା ଗାଡ଼ି ଚାଳକ ଓ ହେଲ୍ପର ଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲ କୁ ଭର୍ତ୍ତି କରିଥିବା ବେଳେ ପରବର୍ତ୍ତୀ ସମୟରେ ଉଭୟଙ୍କୁ ବ୍ରହ୍ମପୁର ବଡ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ବାଣପୁର ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଗାଡ଼ି ଦ୍ବୟ ଜବତ କରି ତଦନ୍ତ ଜାରି ରଖିଛି।

ଦୁର୍ଘଟଣା ବାଲୁଗାଁ ସଡକ ଦୁର୍ଘଟଣା ସୀତାରାମ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.