Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ରାଷ୍ଟ୍ରପତିଙ୍କୁ ଓଡିଶା ଗସ୍ତର ଦ୍ବିତୀୟ ଦିନ। ଆଜି ରାଷ୍ଟ୍ରପତି ରାଜଭବନରୁ ବାହାରି ଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି। ସେ ସେଠାରେ ପ୍ରଭୃଙ୍କ ଦର୍ଶନ କରିବା ସହିତ ବେଢା ପରିକ୍ରମା କରିବେ। ତାଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ମଧ୍ୟ ଅଛନ୍ତି। ରାଷ୍ଟ୍ରପତି ପ୍ରାୟ 30 ମିନଟ ମନ୍ଦିର ପରିଦର୍ଶନ କରିବେ। ସେଥିପାଇଁ ଆଜି କିଛି ସମୟ ପାଇଁ ସାଧାରଣ ଦର୍ଶନ ବନ୍ଦ କରାଯାଇଛି।

ଏହାପରେ ରାଷ୍ଟ୍ରପତି ବିମାନ ବନ୍ଦର ଯାଇ ସେଠାରୁ କଟକ ଅଭିମୁଖେ ଯାତ୍ରା କରିବେ। ସେଠାରେ ସେ ବିଦ୍ୟାଧରପୁରରେ ଅବସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର ପରିଦର୍ଶନ କରିବେ। ସେଠାରେ ଜାତୀୟ ଧାନ ସମ୍ମିଳନୀକୁ ମଧ୍ୟ ରାଷ୍ଟ୍ରପତି ଉଦବୋଧନ ଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ଯୋଗଦେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026
Latest News

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.