Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଭାରତକୁ ଆସିବ ୧୨ଟି ଚିତା ବାଘ, ଚାଲିଛି ପ୍ରସ୍ତୁତି
ଆଜିର ଖବର

ପୁଣି ଭାରତକୁ ଆସିବ ୧୨ଟି ଚିତା ବାଘ, ଚାଲିଛି ପ୍ରସ୍ତୁତି

February 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଣି ଭାରତକୁ ଆସିବ ୧୨ଟି ଚିତାବାଘ, ଚାଲିଛି ପ୍ରସ୍ତୁତି

ନୂଆଦିଲ୍ଲୀ: ଆସନ୍ତା ୧୮ରେ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ଦ୍ବିତୀୟ ଦଫାରେ ଆଉ ୧୨ଟି ଚିତା ବାଘ ଆଣିବାକୁ ​ଯୋଜନା ରହିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଜଙ୍ଗଲ ବିଭାଗର ବରିଷ୍ଠ ଅଧିକାରୀ।

ଜଙ୍ଗଲ ବିଭାଗର ଯୋଜନା ଅନୁସାରେ ଦକ୍ଷିଣ ଆଫ୍ରିକାରୁ ୧୨ଟି ଚିତାବାଘ ଏକ ସ୍ବତନ୍ତ୍ର ବିମାନରେ ଗ୍ବାଲିୟରରେ ପହଞ୍ଚିବ। ସେଠାରୁ ଚିତାବାଘଙ୍କୁ କୁନୋ ଜାତୀୟ ଉଦ୍ୟାନକୁ ନିଆଯାଇ ଯନ୍ତାମୁକ୍ତ କରାଯିବ।

ଗତ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ଯନ୍ତାମୁକ୍ତ କରି ୮ଟି ଚିତାବାଘକୁ କୁନୋ ଜଙ୍ଗଲରେ ଛାଡ଼ିଥିଲେ। ପ୍ରଥମଦଫାରେ କୁନୋ ଜାତୀୟ ଉଦ୍ୟାନରେ ଛଡ଼ାଯାଇଥିବା ଚିତାବାଘ ଭଲରେ ଥିବା ଜଣାପଡ଼ିଛି।

ଚିତାବାଘ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.