Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେହେରୁ ଯୁବ କେନ୍ଦ୍ରର ସ୍ୱେଚ୍ଛାସେବୀ ପଞ୍ଜୀକରଣ କାର୍ଯ୍ୟକ୍ରମ
ଆଞ୍ଚଳିକ

ନେହେରୁ ଯୁବ କେନ୍ଦ୍ରର ସ୍ୱେଚ୍ଛାସେବୀ ପଞ୍ଜୀକରଣ କାର୍ଯ୍ୟକ୍ରମ

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନେହେରୁ ଯୁବକେନ୍ଦ୍ର ସମ୍ବଲପୁର ଆନୁକୁଲ୍ୟରେ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଞୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ନେହେରୁ ଯୁବକେନ୍ଦ୍ରର ସ୍ୱେଚ୍ଛାସେବୀ ପିପୁଲ୍ କୁମାର ସାହୁଙ୍କ ପରିଚାଳନାରେ ୧୨୦ ଜଣ ଛାତ୍ରଛାତ୍ରୀଙ୍କର ନାମ ନେହେରୁ ଯୁବକେନ୍ଦ୍ର ସ୍ୱେଚ୍ଛାସେବୀ ଭାବେ ପଞୀକୃତ କରାଯାଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷ କନ୍ଦର୍ପ ରାଉଳଙ୍କ ସଭାପତିତ୍ୱ ଓ ପୋଗ୍ରାମ୍ ଅଫିସର ଡ. ପ୍ରଶାନ୍ତ କୁମାର ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ନେହେରୁ ଯୁବ କେନ୍ଦ୍ର ଉପଦେଷ୍ଟା ପ୍ରଦୀପ କୁମାର ବିଶ୍ୱାଳ, ମୁଖ୍ୟବକ୍ତା ଭାବରେ ଡ. ଦୀପେନ୍ କୁମାର ପଟ୍ଟନାୟକ ଓ ସମ୍ମାନୀତ ଅତିଥି ଭାବରେ ସଞିବ କୁମାର ଦାଶ ଯୋଗଦେଇ ନେହେରୁ ଯୁବକେନ୍ଦ୍ରର ଲକ୍ଷ୍ୟ ଓ ଆଭିମୁଖ୍ୟ ତଥା ସ୍ୱେଚ୍ଛାସେବୀର ଭୂମିକା ସଂପର୍କରେ ଆଲୋକପାତ କରିଥିଲେ। ଶେଷରେ ପିପୁଲ୍ ସାହୁ ଧନ୍ୟବାଦ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025
Latest News

ଭାରତ ଏବଂ ପାକିସ୍ତାନ ମହାଲଢେଇ: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ଲାଇଭ୍‌ ଷ୍ଟ୍ରିମିଂ?

September 13, 2025

ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ

September 13, 2025

ଉତ୍ତର-ପୂର୍ବାଞ୍ଚଳରେ ବିକାଶର ସୂର୍ଯ୍ୟୋଦୟ

September 13, 2025

ଭୁବନେଶ୍ୱରରେ ଗୋଖାଦ୍ୟ ପ୍ରୋତ୍ସାହନ ଉପରେ ଚାରିଦିନିଆ ତାଲିମ ଶିବିର

September 13, 2025

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏମିତି କାହିଁକି କଲେ.. ଫଟୋ ହେଲା ଭାଇରାଲ

September 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.