Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜାତୀୟ ବିଜ୍ଞାନ ଦିବସ ପାଳିତ
ଆଞ୍ଚଳିକ

ବାଣପୁରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

February 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଜାତୀୟ ବିଜ୍ଞାନ ଦିବସ ସ୍ଥାନୀୟ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଓ ମହାବିଦ୍ୟାଳୟର ବିଜ୍ଞାନ ସମାଜ ସହଯୋଗରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ପାଠଚକ୍ରରେ ଅଧକ୍ଷତା କରିଥିବା ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ବିଜ୍ଞାନର ମହତ୍ୱ ଓ ବିଶେଷତ୍ୱ ଉପରେ ବିଶଦ ଆଲୋଚନା କରିଥିଲେ।

ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡକ୍ଟର ଶୂର ପ୍ରତାପ ନରେନ୍ଦ୍ର ସିଂବର୍ମା ବିଜ୍ଞାନ ଦିବସ ପାଳନର ଉପକାରିତା ଓ ଭବିଷ୍ୟତ ସମାଜରେ ବିଜ୍ଞାନର ଗୁରୁତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ।

ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ସତ୍ୱlଧିକାରୀ ସଞ୍ଜୟ କୁମାର ଦାସ (ନିଲୁ ଭାଇ ) ଶ୍ରୀଅରବିନ୍ଦ ଦର୍ଶନ ଓ ବିଜ୍ଞାନ ମଧ୍ୟରେ ଥିବା ସାମଞ୍ଜସ୍ୟ ସମ୍ପର୍କରେ ବୁଝାଇବା ସହିତ ବିଜ୍ଞାନ ଓ ଆଧ୍ୟାତ୍ମିକତାକୁ ଆଧର କରି ଭାରତ ପୁଣି ବିଶ୍ୱଗୁରୁ ହେବ ବୋଲି ସେ ଦୃଢ଼ ମତ ରଖିଥିଲେ।

ଏହି ସଭାକୁ ପରିଚାଳନା କରିଥିଲେ ଗଣିତ ବିଭାଗର ଅଧ୍ୟାପକ ସପିନ କୁମାର ପୃଷ୍ଟି ଏବଂ ବେଦପାଠ କରି ଧନ୍ୟବାଦ ଅର୍ପଣ କରିଥିଲେ ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଡକ୍ଟର ସୁଜାତା ମିଶ୍ର।

ଏହି ଅବସରରେ ମହାବିଦ୍ୟାଳୟରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଆନୁକୂଲ୍ୟରେ ପୁଷ୍ପ ପଦର୍ଶନୀ ଓ ଥ୍ରୀ ଡି ପଦର୍ଶନୀ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ବିଜ୍ଞାନ ଦିବସ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.