Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୀମଟାଙ୍ଗିରେ ଦୋଳ ଯାତ୍ରା ଆରମ୍ଭ
ଆଞ୍ଚଳିକ

ଭୀମଟାଙ୍ଗିରେ ଦୋଳ ଯାତ୍ରା ଆରମ୍ଭ

March 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୀମଟାଙ୍ଗିରେ ଦୋଳଯାତ୍ରା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ରାଧାକୃଷ୍ଣ ଓ ଦୋଳ ଗୋବିନ୍ଦଙ୍କ ପ୍ରତିମୂର୍ତିଙ୍କୁ ଭକ୍ତମାନଙ୍କ ଘର ଦ୍ୱାର ନିକଟକୁ ଯାଇ ଭୋଗ ଲାଗି କରାଯାଉଛି। ସୁସଜ୍ଜିତ ବିମାନ ଯୋଗେ ଠାକୁର ଯାତ୍ରା କର ଦୋଳର ଚାର୍ଚେରୀ ଭାଗ ଲାଗି କରାଯାଉଛି।

ପ୍ରଥମେ ଉପର ଫେଜ୍ ଏହା ପରେ ତଳ ଫେଜ୍ ଓ କପିଳପ୍ରସାଦ ଅଂଚଳରେ ଏହି ଦୋଳଯାତ୍ରା କରାଯାଇଛି। ବିଧି ଅନୁଯାୟୀ ପୂଣ୍ଣମୀ ତିଥିରେ ପାଞ୍ଜି ପଠନ କରାଯିବ। ଏହାକୁ ସମିତିର କାର୍ଯ୍ୟକାରୀ ସଭାପତି ମାନସ ରଞ୍ଜନ ପଟ୍ଟନାୟକ, ସମ୍ପାଦକ ପଦ୍ମନାଭ ଷଡ଼ଙ୍ଗୀ, କର୍ପୋରେଟର ଶିବ ନାରାୟଣ ରାୟ ଓ ସଭ୍ୟମାନେ ପରିଚାଳଣା କରିଥିଲେ।

ଭୀମଟାଙ୍ଗି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026

ଆଜି ହେଉଛି ଫେବୃୟାରୀ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ରାଶିଫଳ: ଆଜି ଫେବୃୟାରୀ ୧୭ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

February 17, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.