Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୯ ପୋଲିସ କର୍ମୀ ନିହତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୯ ପୋଲିସ କର୍ମୀ ନିହତ

March 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାକିସ୍ତାନରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଆତ୍ମଘାତୀ ବିସ୍ଫୋରଣକାରୀ ପୋଲିସକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ୯ ଜଣ ପୋଲିସ କର୍ମୀଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ପୋଲିସର ମୁଖପାତ୍ର କହିଛନ୍ତି ଯେ, ଆତ୍ମଘାତୀ ବିସ୍ଫୋରଣକାରୀ ଆଜି ଦକ୍ଷିଣ-ପଶ୍ଚିମ ପାକିସ୍ଥାନର ଏକ ପୋଲିସ ଟ୍ରକକୁ ମୋଟରସାଇକେଲ ଧକ୍କା ଦେଇଥିଲା, ଯେଉଁଥିରେ ନଅ ଜଣ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଥିଲା।

ବାଲୁଚିସ୍ତାନ ପ୍ରଦେଶର ରାଜଧାନୀ କ୍ୱେଟାର ପ୍ରାୟ ୧୬୦ କିଲୋମିଟର ପୂର୍ବରେ ଥିବା ସିବିରେ ଏହି ଆକ୍ରମଣ ହୋଇଛି।

ଆତ୍ମଘାତୀ ଆକ୍ରମଣ ପାକିସ୍ତାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Latest News

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.