Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆର୍ଥିକ ସେବାର ଦକ୍ଷତା ବୃଦ୍ଧି ସଂକ୍ରାନ୍ତ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ
ବିଶେଷ ଖବର

ଆର୍ଥିକ ସେବାର ଦକ୍ଷତା ବୃଦ୍ଧି ସଂକ୍ରାନ୍ତ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

March 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅଭିବୃଦ୍ଧି ସୁଯୋଗ ସୃଷ୍ଟି ପାଇଁ ଆର୍ଥିକ ସେବା କ୍ଷେତ୍ରରେ ଦକ୍ଷତା ବୃଦ୍ଧି ଉପରେ ଏକ ବଜେଟ ପରବର୍ତ୍ତୀ  ୱେବିନାର ଏଠାରେ ଅନୁଷ୍ଠିତ ହୋଇଯାଇଛି। ବଜେଟ୍ ପରବର୍ତ୍ତୀ ୧୨ଟି ୱେବିନାର ଶୃଙ୍ଖଳାରେ ଏହା ଦଶମ। ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଏହି ୱେବିନାରରେ ୨୦୨୩ ବଜେଟ୍‌ର କାର୍ଯ୍ୟକାରିତା ସମ୍ପର୍କରେ ସମ୍ପୃକ୍ତ ସମସ୍ତ ପକ୍ଷଙ୍କ ମତାମତ ଓ ପ୍ରସ୍ତାବ ଲୋଡାଯାଇଛି।

ଏଥିରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏଭଳି ବଜେଟ୍ ପରବର୍ତ୍ତୀ ୱେବିନାର ମାଧ୍ୟମରେ ସରକାର ବଜେଟ୍‌ର କାର୍ଯ୍ୟକାରିତା କ୍ଷେତ୍ରରେ ମିଳିତ ମାଲିକାନ ଏବଂ ସମାନ ଅଂଶୀଦାରୀ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ୱେବିନାରରେ ଉପସ୍ଥାପିତ ମତାମତ, ପ୍ରସ୍ତାବକୁ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି ଏବଂ ବଜେଟ୍‌ର କାର୍ଯ୍ୟକାରିତାରେ ତାହାକୁ ବିଚାରକୁ ନିଆଯାଉଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କରୋନା ମହାମାରୀର ପ୍ରଭାବ ଭାରତୀୟ ଅର୍ଥନୀତି ଉପରେ କିପରି ପଡିଛି ଏବଂ ଭାରତ ଏହାର କିଭଳି ମୁକାବିଲା କରୁଛି, ସମଗ୍ର ବିଶ୍ୱ ତା’ ଉପରେ ନଜର ରଖିଛି। ଆମ ବିତ୍ତୀୟ ଓ ଆର୍ଥିକ ନୀତି ଉପରେ ସମସ୍ତଙ୍କର ଦୃଷ୍ଟି ରହିଛି । ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତ ତାହାର ଅର୍ଥନୀତିର ମୌଳିକ କ୍ଷେତ୍ର ଓ ସୂତ୍ରଗୁଡିକୁ ଠିକ୍ ରଖିବାରେ ସମର୍ଥ ହୋଇଛି। ବିଗତ ନ’ବର୍ଷ ଧରି ଆମେ ଆମ  ଅର୍ଥନୀତିର ମୌଳିକ ଆଧାରକୁ ସୁଦୃଢ କରିପାରିଛୁ।

ସମଗ୍ର ବଶ୍ୱ ଯେତେବେଳେ ଭାରତକୁ ସନ୍ଦେହ ଚକ୍ଷୁରେ ଦେଖୁଥିଲା ସେତେବେଳେ  ଏହାର ଅର୍ଥନୀତି, ବଜେଟ୍ ଓ ଲକ୍ଷ୍ୟ ଉପରେ ଅନେକ ଆଲୋଚନା କରୁଥିଲେ। କିନ୍ତୁ ଏହାର ରହସ୍ୟ ଭେଦ କରିବା କାହାରି ପକ୍ଷେ ସମ୍ଭବ ନ ଥିଲା। ସମସ୍ତେ ପ୍ରଶ୍ନ ଚିହ୍ନ ଳଗାଇ ପ୍ରସଙ୍ଗକୁ ଛାଡି ଦେଉଥିଲେ। ଆମ ଅର୍ଥନୀତିର ଗତି, ସ୍ଥିତି, ବିତ୍ତୀୟ ଶୃଙ୍ଖଳା, ସ୍ୱଚ୍ଛତା, ପାରଦର୍ଶିତା ସମାବେଶିତା ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରି କହିଥିଲେ ଯେ ବିଶ୍ୱାସ ଓ ଆଶା ଏହାକୁ ସୁଦୃଢ କରିଛି।

ଆର୍ଥିକ ସେବା କରୋନା ମହାମାରୀ ନରେନ୍ଦ୍ର ମୋଦୀ ୱେବିନାର
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026
Latest News

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.