Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଗୁରୁଙ୍କ ବିଦାୟ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

ରଣପୁର: ଗୁରୁଙ୍କ ବିଦାୟ ସମ୍ବର୍ଦ୍ଧନା ସଭା

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ମଧ୍ୟ ଇଁରାଜୀ ବିଦ୍ୟାଳୟ ଶିକ୍ଷକ ସଙ୍ଘ ତରଫରୁ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅଧିକାରିଣୀ ବନଲତା ବେହେରା ଯୋଗ ଦେଇଥିଲେ। ଏଥିରେ ଅବସର ପ୍ରାପ୍ତ ଶିକ୍ଷକ ପଦ୍ମ ଚରଣ ସେଠି, ଭୀମସେନ ସେଠି, ମଞ୍ଜୁଲତା ପାଟଯୋଶୀ, ଗୌତମ ପ୍ରଧାନ, ମୁରଲୀଧର ମହାରଣା, ନରେନ୍ଦ୍ର ବେହୁରା, ଅଜୟ କୁମାର ଭଞ୍ଜ ଓ ଗୋପାଳ କ୍ରିଷ୍ଣା ବେହେରାଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।

ସେହିପରି ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭାବେ ପଦୋନ୍ନତି ପାଇ ଅନ୍ୟତ୍ର ବଦଳି ହୋଇ ଯାଇଥିବା ରବୀନ୍ଦ୍ର କୁମାର ନାୟକ, ନିରୁପମା ମହାପାତ୍ର, ସୁଧାଂଶୁ ମଞ୍ଜରୀ ଦେବୀ, ବିଜୟ ଦାଶ, ପଦ୍ମିନୀ ପଣ୍ଡା, ମାଧବ ଚନ୍ଦ୍ର ମାଝୀ ଓ ଲକ୍ଷ୍ମୀ ଦେଇଙ୍କୁ ମଧ୍ୟ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜଙ୍କ ନିର୍ଦ୍ଦେଶନାରେ ନରସିଂହପୁର ୟୁଜିଏମଇ ବିଦ୍ୟାଳୟର ପିଲାମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଙ୍ଘର ସଭାପତି ଅଶୋକ କୁମାର ଦାଶ ଓ ସମ୍ପାଦକ ନୀଳକଣ୍ଠ ରଥ ପରିଚାଳନା କରିଥିଲେ।

ସେହିପରି ଭାବେ ଗୌରଙ୍ଗପୁର କ୍ଲଷ୍ଟର ଗୌରଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ମୁରଲୀଧର ମହାରଣାଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶରତ ଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିଲା। କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ଉପସ୍ଥିତ ରହି ବିଦାୟୀ ଶିକ୍ଷକଙ୍କ ଗୁଣ ଗାନ କରିଥିଲେ।

ବିଦାୟ ସମ୍ବର୍ଦ୍ଧନା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.