Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଣ୍ଡିଆନ୍‌ ଆଇଡଲ୍‌ ସିଜିନ୍‌ ୧୧କୁ  ଫେରିବେ ଅନୁ
ଆଜିର ଖବର

ଇଣ୍ଡିଆନ୍‌ ଆଇଡଲ୍‌ ସିଜିନ୍‌ ୧୧କୁ  ଫେରିବେ ଅନୁ

May 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମିଠୁ ମାମଲାରେ ଛନ୍ଦି ହୋଇପଡ଼ିଥିବା ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ଅନୁ ମଲିକ୍‌ଙ୍କୁ ସଙ୍ଗୀତଭିତ୍ତିକ ରିଅଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌’ର ସିଜିନ୍‌ ୧୦ର ବିଚାରକ ପଦରୁ ବାହାର ହେବାକୁ ପଡ଼ିଥିଲା। ତେବେ ମିଳିଥିବା ସୂଚନା ଅନୁସାରେ  ଅନୁ ପୁଣି ଥରେ ଇଣ୍ଡିଆନ୍‌ ଆଇଡଲର ଏକାଦଶ ସଂସ୍କରଣକୁ ଫେରିବେ। କଣ୍ଠଶିଳ୍ପୀ ଶ୍ୱେତା ପଣ୍ଡିତ ତାଙ୍କ ନାମରେ ଅସଦାଚରଣ ଅଭିଯୋଗ ଆଣିବା ପରେ ତାଙ୍କୁ ବିଭିନ୍ନ ମହଲରୁ ସମାଲୋଚନାର ଶରବ୍ୟ ହେବାକୁ ପଡ଼ିଥିଲା। ଶ୍ୱେତା କହିଥିଲେ ତାଙ୍କୁ ୧୫ ବର୍ଷ ହୋଇଥିବାବେଳେ ଏଭଳି ଘଟଣା ଘଟିଥିଲା। ଏହାପରେ ଅନ୍ୟମାନେ ମଧ୍ୟ ଅନୁରୂପ ଅଭିଯୋଗ ଆଣିଥିଲେ।

comeback thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026
Latest News

ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

April 13, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଯୁଦ୍ଧ ଯୋଗୁଁ ବିଶ୍ୱ ଇନ୍ଧନ ବଜାର ପ୍ରଭାବିତ: କିପରି ରହିଛି ଓଡିଶାରେ ଘରୋଇ ଏଲପିଜି ଯୋଗାଣ ବ୍ୟବସ୍ଥା?

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ପରିସ୍ରା ପୋଡ଼ା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.