Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ପୁଣି ଏକ ବଡ ବିଜୟ, ରାଜ୍ୟର ସମସ୍ତ ଅଧ୍ୟକ୍ଷ ପଦ ପୋଛି ନେଲା
ଆଜିର ଖବର

ବିଜେଡିର ପୁଣି ଏକ ବଡ ବିଜୟ, ରାଜ୍ୟର ସମସ୍ତ ଅଧ୍ୟକ୍ଷ ପଦ ପୋଛି ନେଲା

March 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BJDRallyy
ବିଜେଡିର ପୁଣି ଏକ ବଡ ବିଜୟ, ରାଜ୍ୟର ସମସ୍ତ ଅଧ୍ୟକ୍ଷ ପଦ ପୋଛି ନେଲା

ଭୁବନେଶ୍ବର: ବିଜୁ ଜନତା ଦଳର ପୁଣି ଏକ ବିଜୟ ଘଟିଛି। ଏଥର ଦଳ ସମସ୍ତ ସମବାୟ ସଂସ୍ଥାର ଅଧ୍ୟକ୍ଷ ପଦ ହାତେଇ ନେଇଛି। ନିକଟରେ ଅନୁଷ୍ଠିତ ସମବାୟ ନିର୍ବାଚନରେ ଦଳ ଏହି ସଫଳତା ହାସଲ କରିପାରିଛି। ଜାଣନ୍ତୁ କେଉଁ ସମବାୟ ସଂସ୍ଥାର କିଏ ସେ ହେଲା ଅଧ୍ୟକ୍ଷ..

ତେବେ ଏ ନେଇ ଖୁସି ପ୍ରକଟ କରିଛନ୍ତି ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସେ କହିଛନ୍ତି ଯେ, ଆମ ସରକାର ସମବାୟ ସଂସ୍ଥାକୁ ସଶକ୍ତ କରିବାକୁ ସବୁବେଳେ ଉଦ୍ୟମ ଜାରୀ ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଜନ ଅନୁସାରେ ଏହି ସଂସ୍ଥାଗୁଡିକର ବେଶ ଉନ୍ନତି ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.