Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଘୋଡାଦୌଡ଼ ଜେଟି ଠାରେ ଉଠା ଦୋକାନିଙ୍କୁ ଉଚ୍ଛେଦ ନେଇ ନୋଟିସ ଜାରି
ଆଞ୍ଚଳିକ

ଘୋଡାଦୌଡ଼ ଜେଟି ଠାରେ ଉଠା ଦୋକାନିଙ୍କୁ ଉଚ୍ଛେଦ ନେଇ ନୋଟିସ ଜାରି

March 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲ ଅନ୍ତର୍ଗତ ମାନସିଂହପୁର ଗ୍ରାମ ଘୋଡାଦୌଡ଼ ଜେଟି ଠାରେ ବେଆଇନି ଭାବେ ଦୀର୍ଘ ବର୍ଷ ଧରି ଦୋକାନ ଚଳାଇ ଆସୁଥିବା ବ୍ୟକ୍ତିଙ୍କୁ ସେଠାରୁ ଉଚ୍ଛେଦ କରିବା ସହ ଦୃଡ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ଚିଲିକା ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ ଏକ ନୋଟିସ ଜାରି କରିଛନ୍ତି। ସୂଚନା ମୁତାବକ କିଛି ମୁଷ୍ଟିମେୟ ବ୍ୟକ୍ତି ଏହି ଜାଗାକୁ ଅକ୍ତିଆର କରି ବେପାର କରୁଥିବା ଜଣା ପଡ଼ିଛି।ଯାହାକୁ ନେଇ ଦ୍ଵନ୍ଦ ଲାଗିରହିଥିବା ବେଳେ ଗ୍ରାମବାସୀ ପକ୍ଷରୁ ଏନେଇ ଚଳିତ ମାସ ୧୪ ତାରିଖରେ ଉଚ୍ଚନ୍ୟାୟାଳୟରେ ଅଭିଯୋଗ ଦାଖଲ କରିଥିଲେ।ମାତ୍ର ଏପର୍ଯ୍ୟନ୍ତ କୋୖଣସି ଉଠା ଦୋକାନୀ କିମ୍ବା ସେଠାରେ ଥିବା ମୁଷ୍ଟିମେୟ ବ୍ୟକ୍ତି ବିଶେଷଙ୍କ ଠାରୁ କୌଣସି ପ୍ରତିକ୍ରିୟା ନମିଳିବାରୁ ଆସନ୍ତାକାଲି ଚିଲିକା ତହସିଲଦାରଙ୍କ ନେତୃତ୍ୱରେ ଉଛେଦ ପ୍ରକ୍ରିୟା ଜାରିହେବ ବୋଲି ନୋଟିସ ଜାରି କରାଯାଇଛି।

ନୋଟିସ ଜାରି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ପ୍ୟାରିସଠାରେ ଅନ୍ତର୍ଜାତୀୟ ମହାକାଶ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

September 10, 2026

‘ଭାରତର ନୂତନ ଶିଳ୍ପ ବିପ୍ଳବ’କୁ ପ୍ରଶଂସା କଲା ବିଶ୍ୱସ୍ତରୀୟ ନିବେଶ ସଂସ୍ଥା ଜେଫ୍ରିଜ୍‌

September 10, 2026

“୨୦୨୭ ବିଶ୍ଵକପ ଖେଳିବେ କି ନାହିଁ?”: ମୁହଁ ଖୋଲିଲେ ରୋହିତ ଶର୍ମା 

September 10, 2026

ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

September 10, 2026

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.