Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର ପ୍ରଥମ କୂଳପତି ହେଲେ ଡ. ଦତ୍ତେଶ୍ବର ହୋତା
ଆଜିର ଖବର

ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର ପ୍ରଥମ କୂଳପତି ହେଲେ ଡ. ଦତ୍ତେଶ୍ବର ହୋତା

March 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର ପ୍ରଥମ କୂଳପତି ହେଲେ ଡ. ଦତ୍ତେଶ୍ବର ହୋତା

ଭୁବନେଶ୍ବର: ନୂଆକରି ପ୍ରତିଷ୍ଠା କରାଯାଇଥିବା ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ ପାଇଁ କୂଳପତି ନିଯୁକ୍ତି କରାଯାଇଛି। ସେ ହେଉଛନ୍ତି ପ୍ରଖ୍ୟାତ ୟୁରୋଲୋଜି ଚିକିତ୍ସକ ଡାକ୍ତର ଦତ୍ତେଶ୍ବର ହୋତା। ସେ ଏହି ବିଶ୍ବବିଦ୍ୟାଳୟର ପ୍ରଥମ କୂଳପତି ଭାବେ ନିଯୁକ୍ତ ହୋଇଛନ୍ତି।

ଓଡିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟର କୂଳାଧିପତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ତାଙ୍କୁ ଏହି ପଦବୀରେ ବର୍ଷକ ପାଇଁ ନିଯୁକ୍ତି ଦିଆଯାଇଛି। ଏହି ବିଶ୍ବବିଦ୍ୟାଳୟ ଅସ୍ଥାୟୀ ଭାବେ ଶିଶୁଭବନ ଛକରେ କାର୍ଯ୍ୟ କରୁଛି।

 

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.