Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ବିଜେପି ପକ୍ଷରୁ ‘ପ୍ରଧାନମନ୍ତ୍ରୀ ମନ କି ବାତ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା: ବିଜେପି ପକ୍ଷରୁ ‘ପ୍ରଧାନମନ୍ତ୍ରୀ ମନ କି ବାତ’ କାର୍ଯ୍ୟକ୍ରମ ଅନୁଷ୍ଠିତ

March 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ଚିଲିକା ନିର୍ବାଚନମଣ୍ଡଳୀ ଚଣ୍ଡେଶ୍ୱର ପଞ୍ଚାୟତ ଅନ୍ତର୍ଗତ ବଡପୋଖରୀଆ ପାଟଣା ଠାରେ ବିଜେପି ପକ୍ଷରୁ ‘ପ୍ରଧାନମନ୍ତ୍ରୀ ମନ କି ବାତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ, ବିଜେପି ରାଷ୍ଟୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋଷ୍ଣା ବେହେରାଙ୍କ ସମେତ ବହୁ ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବା ସହ ଆଗାମି ସାଧାରଣ ନିର୍ବାଚନରେ ଦଳ କିପରି ବହୁମତରେ ବିଜୟୀ ଲାଭ କରିପାରିବ ସେନେଇ ଶ୍ରୀ ପାତ୍ର କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ।

ଅନୁରୂପ ଭାବେ ଜନମାନସରେ ପ୍ରିୟ ଭାଜନ ପାଇଁ ପ୍ରତିଟି ସୁଖଦୁଃଖରେ ଜନତାଙ୍କ ନିକଟତର ହେବାକୁ ଶ୍ରୀ ହରିଚନ୍ଦନ କହିଛନ୍ତି।

ଚିଲିକା ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026
Latest News

Reliance FMCG ର ବ୍ୟବସାୟ ୨୦୩୦ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିବ; ଇଷା ଆମ୍ବାନୀ

June 19, 2026

ଭାରତୀୟ ରେଳପଥ ପକ୍ଷରୁ ବଡ଼ ନିଷ୍ପତ୍ତି: ଏହି ଏକ୍ସପ୍ରେସ ଟ୍ରେନରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 19, 2026

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି, ପାଗ ଖରାପ ଯୋଗୁଁ କଲାଇଲୁଣ୍ଡାରୁ ସଡକ ପଥରେ ଆସିଲେ

June 19, 2026

Jio AI Roadmap: ଆକାଶ ଅମ୍ବାନୀ କହିଲେ କଲ୍, ବ୍ୟବସାୟ ଏବଂ କୃଷି ପର୍ଯ୍ୟନ୍ତ ପହଞ୍ଚିବ ଏଆଇ

June 19, 2026

ଏବେ IPLରେ ପ୍ରବେଶ କରିବେ ଯୁବରାଜ ସିଂହ: ଏହି ଦଳର ହେବେ ‘କୋଚ୍’

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.