Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନିକଟରେ ସଡକ ଦୁର୍ଘଟଣା, ୨୦ ଜଣ ଆହତ
ଆଞ୍ଚଳିକ

ବାଣପୁର ନିକଟରେ ସଡକ ଦୁର୍ଘଟଣା, ୨୦ ଜଣ ଆହତ

March 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BanpurAccident
ବାଣପୁର ନିକଟରେ ସଡକ ଦୁର୍ଘଟଣା, 20 ମହିଳା ଆହତ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦାମିଆ ବରବରା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଏକାଧିକ ବ୍ୟକ୍ତି ଆହତ ହୋଇଛନ୍ତି।

ଖବର ମୁତାବକ ଦାମିଆ ବରବରା ପଞ୍ଚାୟତ ମସକାବାରି ଗ୍ରାମର ପାଖାପାଖି ୨୦ ଜଣ ମହିଳା ଓ ପୁରୁଷ ରାସନ ଚାଉଳ ଆଣିବା ନିମନ୍ତେ ଏକ ଟାଟା ଏସିଇ ଗାଡ଼ିରେ ପଞ୍ଚାୟତ କାର‌୍ୟ୍ୟାଳୟକୁ ଯାଉଥିଲେ। ତେବେ ଦାମିଆ ଶଙ୍ଖ ନିକଟରେ ଭାରସାମ୍ୟ ହରାଇ ଗାଡ଼ିଟି ଲେଉଟି ପଡିଥିଲା। ଫଳରେ ସମସ୍ତ ବ୍ୟକ୍ତି ଆହତ ହୋଇଥିଲେ।

ଏହାପରେ ଆହତ ବ୍ୟକ୍ତିମାନେ ବାଣପୁର ମେଡିକାଲକୁ ଚିକିତ୍ସାତ ହେବା ପାଇଁ ଆସିଥିବା ବେଳେ ୧୫ ଜଣ ସାମାନ୍ୟ ଆହତ ଏବଂ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଅନୁରୂପ ଭାବେ ଜଣେ ବ୍ୟକ୍ତିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି।

ଚିଲିକା ଦାମିଆ ବରବରା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.