Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ମେଡିକାଲ୍ କଲେଜ୍ ପାଇଁ ଏନ୍. ଏମ୍. ସି. ଅନୁମୋଦନ: ୧୦୦ ସିଟ୍ ପାଇଁ ମିଳିଲା ଅନୁମତି
ଆଜିର ଖବର

କଳାହାଣ୍ଡି ମେଡିକାଲ୍ କଲେଜ୍ ପାଇଁ ଏନ୍. ଏମ୍. ସି. ଅନୁମୋଦନ: ୧୦୦ ସିଟ୍ ପାଇଁ ମିଳିଲା ଅନୁମତି

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ବର: ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ମାଇଲ ଖୁଣ୍ଟ ଭାବେ ରାଜ୍ୟ ସରକାର ନିର୍ମାଣ କରିଥିବା ଭବାନୀପାଟଣା ସ୍ଥିତ ସରକାରୀ ମେଡିକାଲ କଲେଜକୁ ଜାତୀୟ ଭେଷଜ ବିଜ୍ଞାନ ପରିଷଦ ( ଏନ୍. ଏମ୍. ସି) ଅନୁମୋଦନ ଦେଇଛନ୍ତି। ଏ ବିଷୟରେ ସୂଚନା ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି ଯେ, ମୁଖ୍ୟ ମନ୍ତ୍ରୀଙ୍କର ଦୂରଦର୍ଶୀ ନେତୃତ୍ବ ଯୋଗୁ କଳାହାଣ୍ଡିରେ ମେଡିକାଲ କଲେଜ ସ୍ଥାପନ ସମ୍ଭବ ହେଲା।

ଏହି ଅନୁଷ୍ଠାନ ରାଜ୍ୟବାସୀଙ୍କର ଦୀର୍ଘଦିନର ଆଶା ଓ ଆକାଂକ୍ଷା ପୂରଣ କରିବ। ୨୦୨୩-୨୪ ଶିକ୍ଷାବର୍ଷଠାରୁ ୧୦୦ ଏମ୍. ବି. ବି. ଏସ୍. ସିଟ୍ ପାଇଁ ଏହି ଅନୁମୋଦନ ମିଳିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026
Latest News

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.